ଓ.ପି ଜିନ୍ଦଲ ସ୍କୁଲକୁ ମିଳିଲା ‘ଶିକ୍ଷା ଉତ୍କର୍ଷତା ପୁରସ୍କାର’-୨୦୨୫
ଓ.ପି ଜିନ୍ଦଲ ସ୍କୁଲକୁ ମିଳିଲା ‘ଶିକ୍ଷା ଉତ୍କର୍ଷତା ପୁରସ୍କାର’-୨୦୨୫ ଅନୁଗୁଳ, ୧୫ ଫେବୃୟାରୀ : ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ଏବଂ ଅର୍ନ୍ତଭୁକ୍ତ ଶିକ୍ଷା ଦିଗରେ ପଦକ୍ଷେପ ପାଇଁ ଅନୁଗୁଳରେ ଅବସ୍ଥିତ ଓ.ପି ଜିନ୍ଦଲ ସ୍କୁଲକୁ ଏଜୁକେସନ ଏକ୍ସସେଲେନ୍ସ ଏମ୍ପାୱାରିଂ ଇଣ୍ଡିଆ…
