ସ୍ୱର୍ଣ୍ଣ ମନ୍ଦିରରେ ଫାୟାରିଂ: ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀରଙ୍କ ଉପରକୁ ଗୁଳିମାଡ଼
ଚଣ୍ଡିଗଡ଼: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। କୁହାଯାଉଛି ଯେ ଜଣେ ବ୍ୟକ୍ତି ମନ୍ଦିରର ଫାଟକରେ ତାଙ୍କ ଉପରକୁ…
