ରାଫେଲରେ ଉଡାଣ ଭରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିବେ। ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି, “ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ହରିୟାଣାର…
