Category: Special

ଗୁଜରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା ଗୁଜରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ମନ୍ତ୍ରିମଣ୍ଡଳ ପୁନର୍ଗଠନ ପାଇଁ ସବୁ ମନ୍ତ୍ରୀ…

ବିହାରରେ ଭାଜପା ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭/୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲାରେ ଭାଜପା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ନୂଆପଡ଼ାରୁ ସିଧାସଳଖ…

ଏସଆଇ ନିଯୁକ୍ତି ଦୁର୍ନୀତି: ମୋଷ୍ଟ ଓ୍ବାଣ୍ଟେଡ ମୁନା ମହାନ୍ତି ଗିରଫ

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତ ମୁନା ମହାନ୍ତି ଧରାପଡ଼ିଛି। ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ କ୍ରାଇମବ୍ରାଞ୍ଚ ମୁନାକୁ ଗୁରୁବାର ଗିରଫ କରିଛି। ଗୁରୁବାର ପ୍ରଥମେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ସ୍ଥାନରେ ଚଢ଼ାଉ କରାଯାଇଥିଲା। କିନ୍ତୁ…

ନକ୍ସଲବାଦ ବିରୋଧରେ ବଡ ସଫଳତା – ଅମିତ୍ ଶାହା

ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲ ଆତ୍ମସମର୍ପଣ କରିଛନ୍ତି ।…

ଆଜିର ରାଶିଫଳ

🌞 ଆଜିର ରାଶିଫଳ – ୧୭ ଅକ୍ଟୋବର ୨୦୨୫ (ଶୁକ୍ରବାର)📜 ଜାଗ୍ରତ ଭାରତ ନ୍ୟୁଜ୍ ର ବିଶେଷ ରାଶି ଭବିଷ୍ୟ ♈ ମେଷ ରାଶି (Aries)ଆଜି ଆପଣଙ୍କ କାମରେ ନୂଆ ଶୁଭ ଆରମ୍ଭ ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି।…

୧୮ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା: ବାରିପଦା ଆସନ୍ତା ଅକ୍ଟୋବର ୧୮ରୁ ଖୋଲିବ ପ୍ରକୃତିସୁନ୍ଦରୀ ଶିମିଳିପାଳ ଅଭୟାରଣ୍ୟ । ଜୈବ ବିବିଧତାରେ ଭରା ଶିମିଳିପାଳରେ ପର୍ଯ୍ୟଟନ ର ନୂତନ ଅନୁଭୂତି ଯୋଗାଇ ଦେବାକୁ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଶିମିଳିପାଳକୁ ଦୈନିକ ସର୍ବାଧିକ ୬୦ଟି…

ଆଜିର ରାଶିଫଳ

🌞 ଆଜିର ରାଶିଫଳ – ୧୬ ଅକ୍ଟୋବର ୨୦୨୫ (ବୁଧବାର)📜 ଜାଗ୍ରତ ଭାରତ ନ୍ୟୁଜ୍ ପକ୍ଷରୁ ଆଜିର ଦିନର ରାଶିଫଳ ସହ ଶୁଭ ସଂଖ୍ୟା, ଶୁଭ ରଙ୍ଗ, ଶୁଭ ସମୟ ଓ ପ୍ରତିକାର 🌸 ♈ ମେଷ (Aries)ଆଜି ଆପଣଙ୍କ ଆତ୍ମବିଶ୍ୱାସ…

ମୈଥିଲୀ ଠାକୁର ଅଲୀନଗରରୁ ପ୍ରାର୍ଥୀ

ବିହାର ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ତା’ର ଦ୍ବିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୧୨ଜଣ ପ୍ରାର୍ଥୀଙ୍କ ନାମ ରହିଛି। ୧୨ଜଣଙ୍କ ମଧ୍ୟରେ ରହିଛନ୍ତି ବିଜେପିରେ ଯୋଗ ଦେଇଥିବା ମୈଥିଲୀ ଠାକୁର। ତାଙ୍କୁ ଅଲୀନଗରରୁ ପ୍ରାର୍ଥୀ…

ନୂଆପଡା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡ଼ି ପ୍ରାର୍ଥୀ

ଭୁବନେଶ୍ଵର: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ରାଜ୍ୟର ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି ଉପନିର୍ବାଚନ ପାଇଁ ପୂର୍ବରୁ ବିଜେପି ଆଉ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ…

ବଦ୍ୟନାଥ ମେମୋରିୟଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ଦିବସ

ବଦ୍ୟନାଥ ମେମୋରିୟଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ଦିବସ। କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ଅନ୍ତର୍ଗତ ଛୋରିଗଡ ଗ୍ରାମରେ ଆଜି ୫୦ତମ ରାଜ୍ୟ ସ୍ତରିୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଫାଇନାଲ ଦିବସ, ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟସ୍ତରୀୟ ୮ଟିଦଲ ଭାଗ ନେଇଥିବାବେଳେ,ଫାଇନାଲ ମ୍ୟାଚରେ କଳାହାଣ୍ଡି…