ସମ୍ବଲପୁରରେ “ଆସ ସ୍କୁଲ ଯିବା” ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ସମ୍ବଲପୁର, ସେପ୍ଟେମ୍ବର ୧୪ – ଅଧାରୁ ପାଠ ଛାଡ଼ିଥିବା, ବିଦ୍ୟାଳୟରେ ଆଦୌ ନାମ ଲେଖାଇ ନଥିବା ତଥା ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସମ୍ବଲପୁରରେ ରାଜ୍ୟବ୍ୟାପୀ ଅଭିଯାନ ଆୟୋଜିତ “ଆସ ସ୍କୁଲ ଯିବା”…
