ଦୁଷ୍କର୍ମପୀଡିତାଙ୍କ ପରିବାରକୁ ଭେଟିଲେ ବିଧାୟିକା ସୋଫିଆ ଓ ଟିମ
*ଦୁଷ୍କର୍ମପୀଡିତାଙ୍କ ପରିବାରକୁ ଭେଟିଲେ ବିଧାୟିକା ସୋଫିଆ ଓ ଟିମ* ଓଡିଶାରେ ମହିଳାସୁରକ୍ଷା ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ,ରାଜ୍ୟସରକାରଙ୍କ ବିଫଳତା-ସୋଫିଆ ଜନସାଧାରଣଙ୍କ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି ହିନ୍ଦୋଳ-ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ଡରେ ଦୁଇଦିନତଳେ ଦୁଷ୍କର୍ମ ଶିକାର ନାବାଳିକା ଶିଶୁର ପରିବାରକୁ ଆଜି…
