Category: Andhra Pradesh

ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଭୀଷଣ ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆନ୍ଧ୍ର ପ୍ରଦେଶ କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’। ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ପବନର ବେଗ ୯୦ରୁ ୧୦୦ କିମି ପର୍ଯ୍ୟନ୍ତ ରହିଥିବା…

ଓଡ଼ିଶାରେ ଦୁର୍ବଳ ଅବସ୍ଥାରେ ପହଞ୍ଚିବ ‘ମନ୍ଥା’: ଆଇଏମଡି

ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ବାତ୍ୟା ‘ମନ୍ଥା’। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡ଼ିଶାରେ ବାତ୍ୟା ପହଞ୍ଚିବା ବେଳକୁ ଦୁର୍ବଳ ହୋଇଯାଇଥିବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି…

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଆଣିଲେ ପରିବାର

ହାଇଦ୍ରାବାଦରେ ଓଡ଼ିଆ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ବାମୀ କିଛି କାମରେ ଓଡ଼ିଶା ଆସିଥିବା ବେଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ମିଳିଛି । ତେଣୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି । ୨…

ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ

ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି। ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ ସେ…

ଯୋଗ ସମଗ୍ର ବିଶ୍ୱକୁ ଏକତ୍ରିତ କରିଛି: ପ୍ରଧାନମନ୍ତ୍ରୀ

ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବିଶାଖାପାଟଣାରେ ୩ ଲକ୍ଷ ଲୋକଙ୍କ ସହିତ ଏକ ସାମୁହିକ ଯୋଗ କାର୍ଯ୍ୟକ୍ରମର…

ସନ୍ଦିଗ୍ଧଙ୍କ ବିସ୍ଫୋରଣ ଯୋଜନା ପଣ୍ଡ କଲା ପୋଲିସ୍‌, ୨ ଜଣ ହେଲେ ବନ୍ଧା

ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ପୁଲିସ ଏକ ମିଳିତ ଅପରେସନ୍‌ରେ ୨ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛନ୍ତି। ଏମାନେ ବୋମା ବିସ୍ଫୋରଣ ପାଇଁ ଯୋଜନା କରୁଥିଲେ ବୋଲି ଜଣାପଡିଛି। ପୁଲିସ ଠାରୁ ମିଳିଥିବା ସୂଚନାନୁସାରେ ୨ ଜଣଙ୍କ ମଧ୍ୟରୁ ଜଣେ ହାଇଦ୍ରାବାଦ ନିବାସୀ।…

ହାଇଦ୍ରାବାଦରେ ବିସ୍ଫୋରଣର ଷଡଯନ୍ତ୍ର, ଆଇଏସଆଇଏସ ସହ ଜଡିତ ୨ ସନ୍ଦିଗ୍ଧ ଗିରଫ

ହାଇଦ୍ରାବାଦ: ହାଇଦ୍ରାବାଦରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରାଯାଇଛି । ଆତଙ୍କବାଦୀ ସଂଗଠନ ISIS ସହ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରି, ପୋଲିସ ଏକ ବଡ଼ ଘଟଣା ଘଟିବା ପୂର୍ବରୁ ତାହାକୁ ଏଡାଇ ଦେଇଛି । ସୂଚନା…

ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୧୭ ଜଣ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଲିଛି । ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ…

ତିରୁମାଲା ମନ୍ଦିରକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କରିବାକୁ ଦାବି

ତିରୁପତି: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁମାଲା ମନ୍ଦିରକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କରିବାକୁ ଦାବି ହୋଇଛି । ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) ଅଧ୍ୟକ୍ଷ ବି.ଆର. ନାଇଡୁ ଶନିବାର କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କୁ ଏହି ସମ୍ପର୍କରେ ଏକ…

ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମିପୂଜନ ଓ ଶିଳାନ୍ୟାସ

ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନୂଆହତା ଗ୍ରାମପଞ୍ଚାୟତ ର ପାଟଣା ସାହି ଠାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ କରିବା ସହ ଶିଳା ନ୍ୟାସ କାର୍ଯ୍ୟକ୍ରମ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନ ସଭାର ଉପ ବାଚସ୍ପତି ରଜନିକାନ୍ତ…

You missed