ନାବାଳିକାକୁ ଅପହରଣ କରି ନାବାଳକ ଗିରଫ
ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ଗତ ମାସରେ ଜଣେ ନାବାଳକ ଅନ୍ୟ ଜଣେ ନାବାଳିକାଙ୍କୁ ପ୍ରେମ କରି ଅପହରଣ କରି ରଖିଥିବା ଅଭିଯୋଗରେ ନାବାଳକ ଗିରଫ ହୋଇଛି।ସୂଚନା ଅନୁଯାୟୀ ୧୭ ବର୍ଷୀୟ ନାବାଳକ ପ୍ରେମ କରି ଫୁଶୁଳେଇ ଜଣେ…
ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ଗତ ମାସରେ ଜଣେ ନାବାଳକ ଅନ୍ୟ ଜଣେ ନାବାଳିକାଙ୍କୁ ପ୍ରେମ କରି ଅପହରଣ କରି ରଖିଥିବା ଅଭିଯୋଗରେ ନାବାଳକ ଗିରଫ ହୋଇଛି।ସୂଚନା ଅନୁଯାୟୀ ୧୭ ବର୍ଷୀୟ ନାବାଳକ ପ୍ରେମ କରି ଫୁଶୁଳେଇ ଜଣେ…
ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତୀୟ ମଜଦୁର ସଂଘ ତରଫରୁ ଚାରି ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସୂଚନା ଯେ, ସର୍ବ ନିମ୍ନ ମଜୁରୀ ନାଁରେ ଶ୍ରମିକ ମାନଙ୍କ ସହିତ ଦୀର୍ଘ ଦିନ ଧରି କେବଳ ଚାଳନା ହୋଇ…
ତାଲା ଭାଙ୍ଗି ଗ୍ରାମକୁ ପାନୀୟ ଜଳଯୋଗାଣ ପମ୍ପ ଚଳାଇଲେ ମହିଳା। ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମରେ ତିନି ମାସ ଧରି ପାନୀୟ ଜଳ ପ୍ରକଳ୍ପରେ ତାଲା ଝୁଲୁଥିଲା। ଗଡସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର,ଭାଗବତପୁର, ପିଢ଼ସାହି ପ୍ରମୁଖ ତିନୋଟି ସାହିକୁ…
ଅନୁଗୋଳ ସହରର ହେମସୁରପଡ଼ା ଦୁର୍ଗା ମଣ୍ଡପ ପାଖରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗୋଟିଏ ପ୍ରତିମୂର୍ତ୍ତି ଅଛି। ତେଣୁ ଗତ କାଲି ବିଜୁଟ୍ଟନାୟକ ଙ୍କର ୨୬ ତମ ତିରୋଧାନ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପାଳନ କରା ଯାଇଥିଲା। କିନ୍ତୁ ଅନୁଗୋଳ…
ଡିଷ୍ଟ୍ରିକ୍ଟ କ୍ରାଇସିସ୍ ଗ୍ରୁପ୍ ଉପସ୍ଥିତିରେ ଜରୁରୀକାଳୀନ ମକ୍ ଡ୍ରିଲ୍ ଅନୁଷ୍ଠିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ( ଟିଏସ୍ଏମ୍ ) ଓ ଟାଟା ଷ୍ଟିଲ୍ର ଅନ୍ୟତମ ସହାୟକ କଂପାନି ଅନୁଗୁଳ ଏନର୍ଜି ଲିମିଟେଡ୍ ( ଏଇଏଲ୍ ) ପକ୍ଷରୁ ମକ୍ ଡ୍ରିଲ୍ ଓ…
ଅନୁଗୋଳ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଯେ, ଅନୁଗୋଳ ଉପଜିଲ୍ଲାପାଳ ବାଇଦୁର ଦୀପ ନେତୃତ୍ଵରେ ଆଜି ଏକ ମଲ୍ଟି ସ୍କ୍ୱାର୍ଡ ଗଠନ କରାଯାଇ ଥିଲା। ରାସ୍ତାରେ ବେଆଇନ ପାର୍କିଂ, ଟ୍ରାଫିକ୍ ସମସ୍ୟା ପେଟ୍ରୋଲ ପମ୍ପ,…
ଢେଙ୍କାନାଳ କଲେଜ ବାଇପାସ୍ ଛକ ୫୫ନମ୍ବର ଜାତୀୟ ରାଜପଥ ଅବରୋଧକୁ ଆଜି,ସାଂସଦଙ୍କ ଦ୍ଵାରା ୧ଘଣ୍ଟିଆ ରାସ୍ତା ଅବରୋଧ କରାଯାଇଛି। ଜାତୀୟ ରାଜପଥର କାର୍ଯ୍ୟରେ ଅହେତୁକ ବିଳମ୍ବ ଯୋଗୁଁ ପ୍ରତ୍ୟେକ ଦିନ ଛୋଟବଡ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଛି। ଏହାର…
କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ଯୋଡା ଖଣି ମଣ୍ଡଳ ଅଧିନସ୍ତ ତଥା ବଡ଼ବିଲ ଥାନା ଅର୍ନ୍ତଗତ ଭଦ୍ରାସାହି ଝାଡଗାଁ ନିକଟରେ ଏକ ମର୍ମଦୁନ୍ତ ଦୁର୍ଘଟଣା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ଆଜି ରାତ୍ରୀ ପ୍ରାୟ ୮.୩୦ମିନିଟ୍ ସମୟରେ ୫୨୦ନମ୍ବର ରାଜପଥ ରେ…
ଭୁବନେଶ୍ୱର ( ୧୫ / ୦୪ / ୨୦୨୩) ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ , ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ଵାଦଶ…
କଟକ ଚୌଦ୍ୱାର ବଜରଙ୍ଗ ଦଳପକ୍ଷରୁ ଚୌଦ୍ୱାର ଅଂଚଳରେ ପବିତ୍ର ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ହନୁମାନ ଜୟନ୍ତୀ ଅବସରରେ ରାମ ନାମରେ ସାରା ଅଞ୍ଚଳ ପ୍ରକମ୍ପିତ ହେବା ସହ ଏକ ରାମମୟ ପରିବେଶ ସୃଷ୍ଟି ହୋଇଥିଲା। ବଜାରଙ୍ଗୀ ମାନେ ପଦଯାତ୍ରା…