ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଷ୍ଟାଚୁ ଅଫ ଇକ୍ୟୁଆଲିଟି ବୁଲିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହାଇଦ୍ରାବାଦରେ ଅବସ୍ଥିତ ଷ୍ଟାଚୁ ଅଫ ଇକ୍ୟୁଆଲିଟି ପରିଦର୍ଶନ କରି ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ…
