Category: States

ସୀମାନ୍ତରେ ମାଓ ହିଂସା,ଜଣଙ୍କର ଗଳା କାଟି ହତ୍ୟା କଲେ ମାଓବାଦୀ

ଛତିଶଗଡ଼ ବିଜାପୁରରେ ପୁଣି ମାଓ ହିଂସା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୁଣି ଥରେ ମାଓ ହିଂସା ଦେଖିବାକୁ ମିଳିଛି । ଯେଉଁଥିରେ ଜଣେ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍‌ ବାହିନୀ । ଖବର…

ଯବାନଙ୍କ ଗୁଳିମାଡ଼ରେ ୭ କୁଖ୍ୟାତ ମାଓବାଦୀ ନିପାତ

ଛତିଶଗଡ଼ ବିଜାପୁର ଜିଲାର ନ୍ୟାସନାଲ ପାର୍କ ଜଙ୍ଗଲରେ ୩ ଦିନ ଧରି ଚାଲିଥିବା ବଡ଼ ଧରଣର ସର୍ଚ୍ଚ ଅପରେସନରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ବରିଷ୍ଠ ମାଓବାଦୀ ନେତା ରହିଛନ୍ତି। ସେମାନେ ହେଲେ…

ଭାଙ୍ଗୁଛି ମାଓଗଡ଼: ଏନକାଉଣ୍ଟରରେ ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ

ରାୟପୁର: ଭୁଶୁଡୁଛି ମାଓ ଦୁର୍ଗ। ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ। ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଶୁକ୍ରବାର ପୁଣି ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଏହି ବଡ଼ ଏନକାଉଣ୍ଟର ହୋଇଛି।…

ସନ୍ଦିଗ୍ଧଙ୍କ ବିସ୍ଫୋରଣ ଯୋଜନା ପଣ୍ଡ କଲା ପୋଲିସ୍‌, ୨ ଜଣ ହେଲେ ବନ୍ଧା

ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ପୁଲିସ ଏକ ମିଳିତ ଅପରେସନ୍‌ରେ ୨ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛନ୍ତି। ଏମାନେ ବୋମା ବିସ୍ଫୋରଣ ପାଇଁ ଯୋଜନା କରୁଥିଲେ ବୋଲି ଜଣାପଡିଛି। ପୁଲିସ ଠାରୁ ମିଳିଥିବା ସୂଚନାନୁସାରେ ୨ ଜଣଙ୍କ ମଧ୍ୟରୁ ଜଣେ ହାଇଦ୍ରାବାଦ ନିବାସୀ।…

ହାଇଦ୍ରାବାଦରେ ବିସ୍ଫୋରଣର ଷଡଯନ୍ତ୍ର, ଆଇଏସଆଇଏସ ସହ ଜଡିତ ୨ ସନ୍ଦିଗ୍ଧ ଗିରଫ

ହାଇଦ୍ରାବାଦ: ହାଇଦ୍ରାବାଦରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରାଯାଇଛି । ଆତଙ୍କବାଦୀ ସଂଗଠନ ISIS ସହ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରି, ପୋଲିସ ଏକ ବଡ଼ ଘଟଣା ଘଟିବା ପୂର୍ବରୁ ତାହାକୁ ଏଡାଇ ଦେଇଛି । ସୂଚନା…

ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୧୭ ଜଣ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଲିଛି । ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ…

ଢେ଼ଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ ତରଫରୁ ଜଳଛତ୍ର

ଢେ଼ଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ ତରଫରୁ ଜଳଛତ୍ର ଆଜି ଢେ଼ଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ ତରଫରୁ ଜଳଛତ୍ର ଆୟୋଜିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ…

ଛତିଶଗଡ଼ରେ ୨ ହାର୍ଡକୋର ମାଓବାଦୀ ନିହତ

ଚ୍ଛତିଶଗଡ଼ରେ ଏନ୍‌କାଉଣ୍ଟର । ଛତିଶଗଡ଼ରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । କୋଣ୍ଡାଗାଓଁ-ନାରାୟଣପୁର ସୀମାନ୍ତ କିଲମ-ବାରଗୁମ୍‌ ମାର୍କମ ପାଲ ଜଙ୍ଗଲରେ ମୃତ୍ୟୁ ହୋଇଛି । ବିପୁଳ ପରିମାଣର ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ପୂର୍ବରୁ ନିହତ…

୩୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଚ୍ଛତିଶଗଡ଼ର ଦନ୍ତେୱାଡ଼ା ଜିଲ୍ଲାରେ ଆଜି ୨୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରୁ ତିନି ଜଣଙ୍କ ଉପରେ ସାଢ଼େ ଚାରି ଲକ୍ଷ ଲେଖାଏଁ ଅର୍ଥରାଶି ଘୋଷଣା କରାଯାଇଥିଲା । ପୁଲିସ୍‍ ଆରକ୍ଷି ଅଧିକ୍ଷକ ଗୌରବ ରାଇଙ୍କ…

କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ

ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ…