‘ଶ୍ରୀ ମେଟାଲିକ୍ସ’ କାରଖାନାରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ପ୍ରାଣହାନି ଘଟଣାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଭୀର ଶୋକ ପ୍ରକାଶ
ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ପରଙ୍ଗସ୍ଥିତ ‘ଶ୍ରୀ ମେଟାଲିକ୍ସ’ କାରଖାନାରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ପ୍ରାଣହାନି ଘଟଣାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଗତ ୦୪.୦୫.୨୦୨୬ ରିଖ ରାତି ପ୍ରାୟ ୮.୩୦ ମିନିଟ…
