ଅନୁଗୋଳ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଭବ୍ୟ ସ୍ୱାଗତ
ଅନୁଗୋଳ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଭବ୍ୟ ସ୍ୱାଗତ ଅନୁଗୋଳ: ଓଡ଼ିଶାର ସମ୍ମାନନୀୟ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅନୁଗୋଳ ଗସ୍ତ ଅବସରରେ କାଙ୍ଗୁଳା ବାଇପାସ୍ ଛକଠାରେ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଯାଇଥିଲା।ଏହି ଅବସରରେ ଅନୁଗୋଳ ବିଧାୟକ ଶ୍ରୀ…
