ଛାତ୍ର ସଂସଦ ନିର୍ବାଚନ ଓ ପର୍ବପର୍ବାଣୀ ପାଇଁ କଡ଼ା ନଜର: ଏସ୍ପି ଓ ରେଞ୍ଜ ଅଧିକାରୀଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
୦୬.୧୦.୨୦୨୬ ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି। ବୈଠକରେ ଆସନ୍ତା ୧୫ ତାରିଖରେ…
