ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି
ଭକ୍ତିମୟ ପଟୁଆରରେ ମା’ ଦୁର୍ଗାଙ୍କୁ ବିଦାୟ : ଶତାଧିକ ଭକ୍ତଙ୍କ ସମାଗମରେ ମା’ଙ୍କ ଭସାଣି, ବାଲିଗୁଡ଼ା,ତା, ୨୩/୧୦: (ସୁଶୀଳ କୁମାର ପାଣିଗ୍ରାହୀ): ଭକ୍ତି, ଶ୍ରଦ୍ଧା ଓ ଆଧ୍ୟାତ୍ମିକ ଉଲ୍ଲାସର ପରିବେଶ ମଧ୍ୟରେ ବାଲିଗୁଡ଼ାରେ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଛି।…
