ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କୀ ନିପାତ
ଜାମ୍ମୁ-କାଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ କେରନ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଦେଇ ଭାରତୀୟ ସୀମାକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ସମୟରେ ଯବାନମାନେ ଗୁଳି ଚଳାଇଥିଲେ। ଫଳରେ ୨ ଜଣ ଆତଙ୍କବାଦୀ…
