ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ଫଗୁଣ ମାସର ପଙ୍କ ଉଦ୍ଧାର ଏକାଦଶୀ ପାଳିତ
ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ଫଗୁଣ ମାସର ପଙ୍କ ଉଦ୍ଧାର ଏକାଦଶୀ ପାଳିତ ହୋଇଯାଇଛି।ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ, ବସ୍ତ୍ର, ତୁଳସୀ ହାର ଓ ଫୁଲହାର, ବଲ୍ଲଭ ଭୋଗ ଲାଗି…
