ମାଇ ଭାରତ ଢ଼େଙ୍କାନାଳ ଓ ସାମାଜିକ ସାଂସ୍କୃତିକ ବିକାଶ ସଂଘ ପକ୍ଷରୁ “ଏକ ପେଡ୍ ମା କେ ନାମ” କାର୍ଯ୍ୟକ୍ରମ
ମାଇ ଭାରତ ଢ଼େଙ୍କାନାଳ ଓ ସାମାଜିକ ସାଂସ୍କୃତିକ ବିକାଶ ସଂଘ ପକ୍ଷରୁ “ଏକ ପେଡ୍ ମା କେ ନାମ” ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇ ନଭେମ୍ବର ମାସ ଶେଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲୁ ରହିବ…
