ବାବା ଆଖଣ୍ଡଳମଣି ଙ୍କ ପୀଠରେ ଆଜି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ବିଶେଷ ପୂଜା ଅର୍ଚ୍ଚନା
ଢେ଼ଙ୍କାନାଳ ଭାଗିରଥି ସାଗର କୂଳରେ ଥିବା ବାବା ଆଖଣ୍ଡଳମଣି ଙ୍କ ପୀଠରେ ଆଜି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ବିଶେଷ ପୂଜା ଅର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହା ସ୍ନାନ,ବେଲ ପତ୍ର ବିଭିନ୍ନ ପ୍ରକାରର ପୁଷ୍ପ ଓ ଭୋଗ ଲାଗି…
