ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ଚୈତ୍ର ମାସର କାମଦା ଏକାଦଶୀ ନୀତି ପାଳନ
ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ଚୈତ୍ର ମାସର କାମଦା ଏକାଦଶୀ ନୀତି ପାଳନ କରାଯାଇଛି। ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ,ବସ୍ତ୍ର, ତୁଳସୀ ହାର ଓ ଫୁଲହାର,ବଲ୍ଲଭ ଭୋଗ ଲାଗି କରାଯାଇଥିଲା, ସକାଳ…
