ପ୍ରେରଣା ପାଲଟିଛନ୍ତି ସରପା ଗାଁର ପଦ୍ମିନୀ-ସ୍ୱାବଲମ୍ବୀ ହେବା ଶିଖାଇଛି ଟାଟା ଷ୍ଟିଲ ଫାଉଣ୍ଡେସନ
ପ୍ରେରଣା ପାଲଟିଛନ୍ତି ସରପା ଗାଁର ପଦ୍ମିନୀ-ସ୍ୱାବଲମ୍ବୀ ହେବା ଶିଖାଇଛି ଟାଟା ଷ୍ଟିଲ ଫାଉଣ୍ଡେସନ ଢେଙ୍କାନାଳ, ୦୭/୦୩/୨୦୨୬ : ଗ୍ରାମାଞ୍ଚଳର ମହିଳାମାନେ ଆଜି କେବଳ ଘରର ଚାରି କାନ୍ଥ ମଧ୍ୟରେ ସୀମିତ ନାହାଁନ୍ତି, ବରଂ ନିଜର ଦକ୍ଷତା ବଳରେ ଆର୍ଥିକ ସ୍ୱାଧୀନତା ହାସଲ…
