ହଜାରେ ଟପିଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା: ସବୁଠୁ ବେଶୀ କେରଳରେ.
ନୂଆଦିଲ୍ଲୀ: ଦୀର୍ଘ ଅଢେଇ ବର୍ଷର ବ୍ୟବଧାନ ପରେ ପୁଣି ଦେଶରେ ମୁଣ୍ତ ଟେକିଛି କୋଭିଡ୍ । ଦିନକୁ ଦିନକୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାରି ଭିତରେ ଆଜି ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ଟପିଛି । ସାରା…
ନୂଆଦିଲ୍ଲୀ: ଦୀର୍ଘ ଅଢେଇ ବର୍ଷର ବ୍ୟବଧାନ ପରେ ପୁଣି ଦେଶରେ ମୁଣ୍ତ ଟେକିଛି କୋଭିଡ୍ । ଦିନକୁ ଦିନକୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାରି ଭିତରେ ଆଜି ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ଟପିଛି । ସାରା…
ମସ୍କୋ: ଋଷିଆର କୁର୍ସ୍କର ସମ୍ବେଦନଶୀଳ ସୀମାବର୍ତ୍ତୀ ଅଞ୍ଚଳରେ ହେଲିକପ୍ଟରରେ ତଦାରଖ କରିବା ବେଳେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିମାନକୁ ଏକ ୟୁକ୍ରେନୀୟ ଡ୍ରୋନ୍ ଟାର୍ଗେଟ କରିଥିଲା। ଯେଉଁଥିରୁ ସେ ଅଳ୍ପକେ ବର୍ତ୍ତିଯାଇଥିବା ଅଧିକାରୀ ମାନେ ସୂଚନା ଦେଇଛନ୍ତି। ଅଧିକାରୀମାନେ କହିଛନ୍ତି…
ମୁମ୍ବାଇ: ଆଉ ନାହାନ୍ତି ଅଭିନେତା ମୁକୁଳ ଦେବ । ଗତକାଲି ଅର୍ଥାତ୍ ମେ ୨୩ ତାରିଖରେ ତାଙ୍କ ପରଲୋକ ଘଟିଛି । ଗତ କିଛି ଦିନ ଧରି ତାଙ୍କର ଦେହ ବହୁତ ଖରାପ ରହୁଥିବାରୁ, ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ ।…
ନୂଆଦିଲ୍ଲୀ: ବ୍ୟାଟ୍ସମ୍ୟାନ୍ ଶୁବମନ ଗିଲଙ୍କୁ ଭାରତୀୟ ଟେଷ୍ଟ ଦଳର ନୂତନ ଅଧିନାୟକ କରାଯାଇଛି। ଉପ-ଅଧିନାୟକ ଭାବରେ ରିଷଭ ପନ୍ତଙ୍କୁ ଚୟନ କରାଯାଇଛି। ମୁମ୍ବାଇରେ ଅନୁଷ୍ଠିତ ଏକ ବୈଠକରେ ଶନିବାର ବିସିସିଆଇ ଏହି ଘୋଷଣା କରିଛି। ଏହା ସହିତ ଇଂଲଣ୍ଡ ଗସ୍ତ ପାଇଁ…
ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଭାରତର ଶୂନ୍ୟ ସହନଶୀଳତା ନୀତି ଓ ଅପରେସନ ସିନ୍ଦୁରର ସଫଳତା ସମ୍ପର୍କରେ ବିଶ୍ଵ ସମୁଦାୟକୁ ଅବଗତ କରାଇବା ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ସର୍ବଦଳୀୟ ପ୍ରତିନିଧି ମଣ୍ଡଳୀ…
ଆଜି ଦିଲ୍ଲୀରେ ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦେଶର ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକକୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଆମକୁ ବିକାଶର ଗତି ବୃଦ୍ଧି…
ଦିଲ୍ଲୀରେ ଆୟୋଜିତ ହୋଇଯାଇଛି ନିତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗର ଦଶମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକ ଦିଲ୍ଲୀ ପ୍ରଗତି ମଇଦାନ ସ୍ଥିତ ଭାରତ ମଣ୍ଡପମ୍ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିକଶିତ ଭାରତ ଉପରେ…
ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି ସେ…
ନୂଆଦିଲ୍ଲୀ: ମସ୍କୋ ଆକାଶରେ ଘୁରି ବୁଲିଲା ଭାରତୀୟ ସାଂସଦଙ୍କ ବିମାନ । ପାକିସ୍ତାନ ପୋଲ୍ ଖୋଲିବାକୁ ରୁଷରେ ପହଞ୍ଚିଥିବା ଭାରତୀୟ ସାଂସଦଙ୍କ ପ୍ରତିନିଧିମଣ୍ଡଳୀଙ୍କ ବିମାନକୁ କିଛି ସମୟ ମସ୍କୋ ଆକାଶରେ ଘୁରିବାକୁ ପଡିଥିଲା । ପରେ ସବୁଜ ସିଗନାଲ ପାଇ ମସ୍କୋ…
ଗଡ଼ଚିରୋଲି: ନକ୍ସଲ ଦମନରେ ପୁଣି ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା । ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓମାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିମାଡ଼ରେ ୪ ଜଣ ମାଓବାଦୀ ନିପାତ ହୋଇଛନ୍ତି ।…