Category: ନୂଆଦିଲ୍ଲୀ

ଜାଣନ୍ତୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ କେତେ ମିଳିବ ଦରମା? କେଜ୍ରିଓ୍ବାଲ ପାଇବେ କେତେ ପେନସନ..

ନୂଆଦିଲ୍ଲୀ: ଦିଲ୍ଲୀରେ ଏଥର ବିଧାନସଭା ନିର୍ବାଚନରେ ​​ବିଜେପିକୁ ବଡ଼ ବିଜୟ ମିଳିଛି । କେନ୍ଦ୍ରଶାସିତ ଅଞ୍ଚଳ ଏବେ ରେଖା ଗୁପ୍ତାଙ୍କ ରୂପରେ ଜଣେ ନୂତନ ମୁଖ୍ୟମନ୍ତ୍ରୀ ପାଇଛି । ବିଜେପିରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖା ଗୁପ୍ତା ଦିଲ୍ଲୀର…

ମାନସରୋବର ଯାତ୍ରାକୁ ନେଇ ଚୀନ୍ ବିଦେଶମନ୍ତ୍ରୀଙ୍କ ସହ ଆଲୋଚନା କଲେ ଜୟଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବେ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି। ସେ ରାଜଧାନୀ ଜୋହାନ୍ସବର୍ଗରେ ଚାଲିଥିବା ଜି-୨୦ ବୈଠକ ସମୟରେ ଚୀନ୍ ବିଦେଶମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟିଛନ୍ତି। ଏହି ସମୟରେ ଭାରତ ଏବଂ ଚୀନ୍ ମଧ୍ୟରେ ଅନେକ ପ୍ରସଙ୍ଗ…

କାହିଁକି ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ବିଜେପି?

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ରେଖା ଗୁପ୍ତା । ସୁଷମା ସ୍ବରାଜ, ଶିଲା ଦୀକ୍ଷିତ, ଅତିସିଙ୍କ ପରେ ଚତୁର୍ଥ ମହିଳା ଭାବେ ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ପ୍ରଥମ ଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିଲେ ବି ରେଖା ଗୁପ୍ତା…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ

ଭୂବନେଶ୍ବର: ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ବିଜେପି ସରକାର ଗଠନ କରିଛି । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ରେଖା ଗୁପ୍ତା । ଏହି ଅବସରରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ…

ଡାକ୍ତରଖାନାରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଗୁରୁବାର କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସ୍ଥିର ଅଛି ଏବଂ ତାଙ୍କୁ ଶୁକ୍ରବାର ଦିନ ଡିସଚାର୍ଜ କରାଯାଇପାରେ ବୋଲି ସୂଚନା ମିଳିଛି । ସାର୍ ଗଙ୍ଗାରାମ ହସ୍ପିଟାଲର…

କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ? ବସିବ ବିଜେପି ବିଧାୟକ ଦଳ ବୈଠକ

ନୂଆଦିଲ୍ଲୀ: କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ? ଏନେଇ କଳ୍ପନା ଜଳ୍ପନା ଜାରି ଥିବାବେଳେ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଏଣୁ ଯେ କୌଣସି ମୁହୂର୍ତ୍ତରେ ଦିଲ୍ଲୀ ସିଏମଙ୍କ ନାଁ ଘୋଷଣା କରିପାରେ କେନ୍ଦ୍ରୀୟ ବିଜେପି। ଆଜି…

କିଏ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ; ଆଜି ଘୋଷଣା, ୧୮ରେ ଶପଥ ଗ୍ରହଣ

ନୂଆଦିଲ୍ଲୀ: କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏନେଇ ଆଜି ଚୂଡାନ୍ତ ନିଷ୍ପତ୍ତି ହେବ। କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶପଥ ଗ୍ରହଣ ସମାରୋହ ୧୮ ତାରିଖରେ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଶପଥ ଗ୍ରହଣ ଉତ୍ସବରେ ବିଜେପି ଶାସିତ ରାଜ୍ୟର…

ପ୍ରକାଶ ପାଇଲା JEE Main ରେଜଲ୍ଟ – ୨୦୨୫

ନୂଆଦିଲ୍ଲୀ: ପ୍ରକାଶ ପାଇଲା ୨୦୨୫ ଜେଇଇ ମେନ୍‌ ସେସନ-୧ ରେଜଲ୍ଟ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ ମଙ୍ଗଳବାର ପରୀକ୍ଷା ଫଳ ପ୍ରକାଶ କରିଛି । ଚଳିତ ବର୍ଷ ସେସନ-୧ରେ ପ୍ରାୟ ୧୪ ଜଣ ପରୀକ୍ଷାର୍ଥୀ ୧୦୦ ପ୍ରତିଶତ ସ୍କୋର…

ମୁଖ୍ୟମନ୍ତ୍ରୀ ପଦ ପାଇଁ କାହାକୁ ବାଛିବ ବିଜେପି?

ନୂଆଦିଲ୍ଲୀ: ୨୭ବର୍ଷର ବନବାସ ସାରି କ୍ଷମତାକୁ ଫେରିଛି ବିଜେପି । ଜାତୀୟ ରାଜଧାନୀରେ କମାଲ୍ କରିଛି ମୋଦିଙ୍କ ମ୍ୟାଜିକ୍ । ୧୯୯୮ ପରେ ଦିଲ୍ଲୀରେ ସରକାର ଗଠନ କରିବାକୁ ଯାଉଛି ବିଜେପି । ତେବେ ବର୍ତ୍ତମାନ ସମୟର ସବୁଠୁ ବଡ଼ ପ୍ରଶ୍ନ,…

ବାରବାଟୀରେ ମ୍ୟାଚ୍ ପୂର୍ବରୁ ଆଜି ଅଭ୍ୟାସ କରିବେ ଭାରତୀୟ ଖେଳାଳି

ଭୂବନେଶ୍ୱର, ୦୮/୦୨ : ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହେବ ଭାରତ-ଇଂଲଣ୍ଡ ଟକ୍କର । ଶୁକ୍ରବାର ଦିନ ଭାରତ ଏବଂ ଇଂଲଣ୍ଡ ଦଳ ଭୁବନେଶ୍ଵରରେ ପହଞ୍ଚିଛନ୍ତି । ଆଜି ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତୀୟ ଦଳର ଅପରାହ୍ଣ ୫ଟାରେ ଅଭ୍ୟାସ କରିବାର କାର୍ଯ୍ୟକ୍ରମ…