Category: ନୂଆଦିଲ୍ଲୀ

ଆସନ୍ତାକାଲି ପଞ୍ଚଭୂତରେ ଲୀନ ହେବ ଡକ୍ଟର ସିଂହଙ୍କ ପାର୍ଥୀବ ଶରୀର

ଆସନ୍ତାକାଲି ପଞ୍ଚଭୂତରେ ଲୀନ ହେବ ଡକ୍ଟର ସିଂହଙ୍କ ପାର୍ଥୀବ ଶରୀର ନୂଆଦିଲ୍ଲୀ: ସବୁଦିନ ପାଇଁ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ବିଚକ୍ଷଣ ଅର୍ଥଶାସ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ । ଆସନ୍ତାକାଲି ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ…

ମନମୋହନ ସିଂହଙ୍କ ପରଲୋକ: ଦେଶରେ ୭ ଦିନ ପାଳନ ହେବ ରାଷ୍ଟ୍ରୀୟ ଶୋକ, ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ଆଜି ପରଲୋକ ହୋଇଛି। ତାଙ୍କ ଦେହାନ୍ତରେ ଦେଶ ସାରା ଶୋକର ଲହରୀ ଖେଳିଯାଇଛି। ଏହି ଦୁଃଖଦ ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ…

ଆମ୍ୱେଦରଙ୍କୁ ଅପମାନ ଗ୍ରହଣୀୟ ନୁହେଁ : ଆସନ୍ତାକାଲି ଦେଶବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ

ଭୂବନେଶ୍ୱର ୨୩/୧୨: ଆମ୍ୱେଦରଙ୍କୁ ଅପମାନ ଗ୍ରହଣୀୟ ନୁହେଁ ସେଥିପାଇଁ ଆସନ୍ତାକାଲି ଦେଶବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ । ପଦଯାତ୍ରା କରି ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ସ୍ମାରକ ପାତ୍ର ପ୍ରଦାନ କରଯିବ । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକା…

କ’ଣ ରହିଛି ମାନଦଣ୍ଡ, କେମିତି ବଛାଯାଏ ଗଣତନ୍ତ୍ର ପରେଡରେ ପ୍ରଦର୍ଶିତ ଝାଙ୍କୀ?

ନୂଆଦିଲ୍ଲୀ: ନୂଆବର୍ଷର ଗଣତନ୍ତ୍ର ଦିବସ ପାଇଁ ପରେଡର ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଆଉ ଏଥର ମଧ୍ୟ ପୁଣି ଥରେ ପରେଡରେ ନଜର ଆସିବନି ଦିଲ୍ଲୀ ଝାଙ୍କୀ । କାରଣ କେନ୍ଦ୍ର ସରକାର ଏଥର ମଧ୍ୟ ଦିଲ୍ଲୀ ସରକାରଙ୍କ ପ୍ରସ୍ତାବିତ ଝାଙ୍କୀକୁ…

୧ ଜାନୁଆରୀରୁ ହ୍ବାଟ୍ସଆପ୍ ଏହି ସ୍ମାର୍ଟଫୋନରେ କରିବନି କାମ, ଥରେ ଚେକ୍ କରନ୍ତୁ ତାଲିକା..

ନୂଆଦିଲ୍ଲୀ: ଯଦି ଆପଣ ଏକ ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବିଶେଷ ଅଟେ | ହ୍ବାଟ୍ସଆପ୍ ଏକ ନିଷ୍ପତ୍ତି ନେଇଛି ଯାହା ଆଣ୍ଡ୍ରଏଡ୍ (Android) ଫୋନ୍ ଚଳାଉଥିବା ଉପଭୋକ୍ତାଙ୍କୁ ପ୍ରଭାବିତ କରିବ। ବାସ୍ତବରେ, ଜାନୁଆରୀ…

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରସଙ୍ଗ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲା ବିଜେପି

ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଫରୁଖାବାଦ ସାଂସଦ ମୁକେଶ ରାଜପୁତଙ୍କୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରିଛନ୍ତି। ଏହାର ପ୍ରତିବାଦରେ ବିଜେପି କାର୍ଯ୍ୟକର୍ତ୍ତାମାନେ…

ଚିନ୍ତା ବଢାଇଲାଣି ଦିଲ୍ଲୀ ବାୟୁ ପ୍ରଦୂଷଣ, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ: ବର୍ଷର ଶେଷ ୧୦ ଦିନ ମଧ୍ୟରେ ଦିଲ୍ଲୀ ପାଣିପାଗରେ ବଡ଼ ଧରଣର ପରିବର୍ତ୍ତନ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବା ନେଇ ସତର୍କ ସୂଚନା…

ଆସିଲା ଖୁସି ଖବର, ଇପିଏଫଓ କର୍ମଚାରୀଙ୍କ ବଢିପାରେ ବେତନ

ନୂଆଦିଲ୍ଲୀ:ଆସିଲା ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର । କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(EPF) ଯୋଜନା ବେତନ ସୀମାକୁ କେନ୍ଦ୍ର ସରକାର ଖୁବ ଶୀଘ୍ର ୧୫ ହଜାରରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରିପାରନ୍ତି । ଏହାପୂର୍ବରୁ ସେପ୍ଟେମ୍ବର ୨୦୧୪ ରେ ସରକାର…

ପ୍ରଧାନମନ୍ତ୍ରୀ କିଷାନ ମାନଧନ ଯୋଜନା : ଏହି ସରକାରୀ ଯୋଜନାରେ ପ୍ରତି ମାସରେ ୩୦୦୦ ଟଙ୍କା ପାଇବେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ମାନଧନ ଯୋଜନା ହେଉଛି ଏକ ପେନସନ୍ ଯୋଜନା। ଏହି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ପ୍ରତି ମାସରେ ୫୫ଟଙ୍କା ଜମା କରିବାକୁ ପଡିବ ଏବଂ ୬୦ବର୍ଷ ପରେ ସେମାନେ ପ୍ରତି ମାସରେ ୩୦୦୦ ଟଙ୍କା ପାଇବେ | ଆସନ୍ତୁ…

ଶେଷ ଦିନରେ ବି ସଂସଦ ଆଗରେ ନେତାଙ୍କ ଭିଡ: ମୁହାଁମୁହିଁ ଶାସକ-ବିରୋଧୀ

ନୂଆଦିଲ୍ଲୀ: ସରିଲା ସଂସଦର ଲୋୟର ହାଉସ ଲୋକସଭାର ଶୀତକାଳୀନ ଅଧିବେଶନ । ଶେଷ ଦିନରେ ବି ବିରୋଧୀ ଓ ଶାସକଙ୍କ ନାଟକ ପୂର୍ଣ୍ଣ ବିକ୍ଷୋଭ ଦେଖିବାକୁ ମିଳିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡି ମେଣ୍ଟ ସଂସଦ…