ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପାଳିତ ହେଉଛି ଆଇକନିକ୍ ସପ୍ତାହ
କଟକରେ ଆୟୋଜିତ ହେବ ବିଭିନ୍ନ କାର୍ଯ୍ୟକ୍ରମ ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୧୭ରୁ ୨୩ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ…
