Category: ପଶ୍ଚିମବଙ୍ଗ

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା ; ବିଜେପି ପ୍ରାର୍ଥୀଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ କୁମାରଗଞ୍ଜ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ସରକାରଙ୍କୁ ତୃଣମୂଳ କଂଗ୍ରେସ ସମର୍ଥକମାନେ ଆକ୍ରମଣ କରିଛନ୍ତି। ଯାହାର ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।ଅଭିଯୋଗ ଅନୁସାରେ ମତଦାନ କେନ୍ଦ୍ର ନିକଟରେ ଟିଏମସି କର୍ମୀମାନେ…

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

ପଶ୍ଚିମବଙ୍ଗ: ନିର୍ବାଚନ କମିଶନ (ECI) ପଶ୍ଚିମବଙ୍ଗ ନିର୍ବାଚନ ପାଇଁ କଡ଼ା ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନିର୍ବାଚନ କମିଶନ ସୂତ୍ର ଅନୁଯାୟୀ, ସମସ୍ତ ବୁଥରେ ପ୍ରିଜାଇଡିଂ ଅଧିକାରୀମାନେ ସମସ୍ତ ପ୍ରାର୍ଥୀଙ୍କ ବଟନ୍ EVMରେ ସ୍ପଷ୍ଟ ଭାବରେ ଦେଖାଯାଉଛି ନିଶ୍ଚିତ କରିବା ନେଇ ନିର୍ଦେଶ…

ପଶ୍ଚିମବଙ୍ଗରେ ଲାଗିଲା ନିର୍ବାଚନୀ କଟକଣା, ଦିନରେ ବାଇକ ପଛରେ ବସାଇବା ମନା, ରାତିରେ ବାଇକ୍ ଚଲାଇବା ବିଲକୁଲ୍ ମନା

କୋଲକତା : ପଶ୍ଚିମବଙ୍ଗର ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୨୩ ତାରିଖରେ ହେବ । ଏହା ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇ ଚକିଆ ଯାନ ଉପରେ କଟକଣା ଲଗାଯାଇଛି । ବାଇକରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ…

ଟିଏମ୍‌ସିରେ ମିଶିଲେ ନେତାଜୀଙ୍କ ଅଣନାତି…

ନୂଆଦିଲ୍ଲୀ – ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅଣନାତି ଚନ୍ଦ୍ର ବୋଷ ସୋମବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗଦେଇଛନ୍ତି। ଟିଏମ୍‌ସି ମୁଖ୍ୟାଳୟରେ ମନ୍ତ୍ରୀ ବ୍ରତ୍ୟ ବସୁ ଓ ଦଳୀୟ ସାଂସଦ କିର୍ତ୍ତୀ ଆଜାଦଙ୍କ ଉପସ୍ଥିତିରେ ଚନ୍ଦ୍ର ବୋଷ ଟିଏମ୍‌ସିରେ ସାମିଲ ହୋଇଛନ୍ତି।…

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

ଭାରତୀୟ ଜନତା ପାର୍ଟି ଆଜି “ବିଶ୍ୱାସର ପ୍ରତିଜ୍ଞା” ଶୀର୍ଷକରେ ଏହାର ଇସ୍ତାହାର ପ୍ରକାଶ କରିଛି। ଗୃହମନ୍ତ୍ରୀ ଏବଂ ବିଜେପି ନେତା ଅମିତ ଶାହ ଇସ୍ତାହାର ପ୍ରକାଶ କରିଛନ୍ତି। ଦଳ କହିଛି ଯେ, ଏହା ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ବିଶ୍ୱାସର ଏକ ଦସ୍ତାବିଜ…

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ନିର୍ବାଚନ ପ୍ରଚାର ଜୋରଦାର ଚାଲିଛି। ଆଜି ବରିଷ୍ଠ ବିଜେପି ନେତା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗରେ ବିଜେପି ଇସ୍ତାହାର ପ୍ରକାଶ କରିଛନ୍ତି। କୋଲକାତାର ନ୍ୟୁ ଟାଉନରେ ଇସ୍ତାହାର ପ୍ରକାଶ କରି ଅମିତ ଶାହ କହିଛନ୍ତି…

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ

କୋଲକାତା: ପଶ୍ଚିମବଙ୍ଗରେ ନିର୍ବାଚନୀ ମାହୋଲ ମଧ୍ୟରେ ନିର୍ବାଚନ କମିଶନ ପୁଣି ଥରେ ଭୋଟର ବାଦ ପଡିଛନ୍ତି। କମିଶନଙ୍କ ନୂତନ ତାଲିକାରୁ ୯୧ ଲକ୍ଷ ଭୋଟରଙ୍କୁ ବାଦ ଦିଆଯାଇଛି। ଏଥର, ନିର୍ବାଚନ କମିଶନ ଜିଲ୍ଲାୱାରୀ ଭୋଟର ତାଲିକା ପ୍ରକାଶ କରିଛନ୍ତି, ଯାହା ବହୁ…

ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ପ୍ରଚାର ମୈଦାନରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୨/୦୪ : ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏଥିଲାଗି ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ବୋଧିତ କରି…

ଓଡ଼ିଶାରୁ ବିଜେପି ନେତାମାନେ ୩୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ପଶ୍ଚିମବଙ୍ଗରେ ନିର୍ବାଚନରେ ପ୍ରଚାର କରିବେ

ଓଡ଼ିଶା ବିଜେପିର ନେତାମାନଙ୍କୁ ପଶ୍ଚିମବଙ୍ଗର ୩୬ଟି ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଚାର ଓ ପରିଚାଳନାର ଦାୟିତ୍ବ ଦିଆଯାଇଛି। ଏହା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ (୨୩ ଓ ୨୯ ଏପ୍ରିଲ ୨୦୨୬) ପୂର୍ବରୁ ବିଜେପିର କ୍ଷେତ୍ରଗୁଡ଼ିକ ରହିଛି। ପୃଷ୍ଠଭୂମିଓଡ଼ିଶା ବିଜେପି ଅଧ୍ୟକ୍ଷ ମନମୋହନ ସାମଲ…

ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ

ନୁଆଦିଲ୍ଲୀ: ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୃଣମୂଳ କଂଗ୍ରେସ (ଟିଏମସି) ଇସ୍ତାହାର ପ୍ରକାଶ କରିଛି। ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନା ଅଧୀନରେ ସାଧାରଣ ବର୍ଗର ମହିଳାମାନଙ୍କ ପାଇଁ ଟିଏମସି ୧,୫୦୦ ଟଙ୍କା ଏବଂ SC/ST ପାଇଁ ୧,୭୦୦…