Category: ପୁରୀ

ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ

ଆସିଲା ଆଜ୍ଞାମାଳ, ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ । ଘଣ୍ଟ, ମୃଦଙ୍ଗ, କାହାଳି ନାଦରେ କମ୍ପିଲା ବଡ଼ଦାଣ୍ଡ । ଆଜ୍ଞାମାଳ ବିଜେ ପରେ ତିନି ରଥକୁ ଟାଣି ଆଣିଲେ ସୁରକ୍ଷା ବାହିନୀ ଓ ପୁଲିସ । ପରମ୍ପରା ଅନୁସାରେ ପ୍ରଥମେ…

ରଥଯାତ୍ରା ଦେଖିବେ ଉପ-ରାଷ୍ଟ୍ରପତି, ପରିବହନ ମନ୍ତ୍ରୀଙ୍କ ସୂଚନା

ଭୂବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଜଗଦୀପ ଧନକଡ଼। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତିଙ୍କ ଗସ୍ତ ନେଇ ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି।ଏହା ସହ ଅନେକ ଶିଳ୍ପପତି ଏବଂ VVIP ମଧ୍ୟ…

ପୁରୀ ବୀରଗୋବିନ୍ଦପୁରରେ ୪.୭୫ କୋଟି ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ

ପୂରୀ: ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ବୀରଗୋବିନ୍ଦପୁର ସ୍ଥିତ ମାଆ ଦକ୍ଷିଣକାଳୀ ମନ୍ଦିର ପରିସରରେ ଇଣ୍ଡିଆନ ଅଏଲର ସାମାଜିକ ଦାୟିତ୍ୱ (ସିଏସଆର) ଅନ୍ତର୍ଗତ ପ୍ରାୟ ୪.୭୫ କୋଟି ବ୍ୟୟରେ ବିଭିନ୍ନ…

ରଥଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ପାଇଁ ଭାରତୀୟ ରେଳର ସ୍ବତନ୍ତ୍ର ବ୍ୟବସ୍ଥା

ଭୂବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇସାରିଛି । ଶ୍ରୀଗୁଣ୍ଡିଚା ଯାତ୍ରା ହେଉଛି ସାରା ବିଶ୍ୱରୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଆସ୍ଥାର ଏକ ଯାତ୍ରା । ଏହି ତୀର୍ଥଯାତ୍ରୀମାନଙ୍କ ସେବାରେ ଭାରତୀୟ ରେଳ ସମ୍ପୂର୍ଣ୍ଣ ସମର୍ପିତ…

କାଳିଆ ସାଆନ୍ତେ ହେଲେ ସୁସ୍ଥ, ଶ୍ରୀନିଅରକୁ ଖବର ନେଇ ଗଲେ ସେବାୟତ

ପୂରୀ:ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ସ୍ନାନ ମଣ୍ଡପରେ ସୁବାସିତ ଜଳରେ ସ୍ନାନ କଲାପରେ ଜ୍ବରରେ ପୀଡିତ ହୋଇ ଅଣସରରେ ଅଛନ୍ତି । ଅଣସର ଘରେ ହୋଇଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ସେବା । ଦଶମୂଳ ମୋଦକ ସେବନ ପରେ ଚତୁର୍ଦ୍ଧାମୂର୍ତ୍ତି ଏବେ ସଂପୂର୍ଣ୍ଣ ସୁସ୍ଥ…

ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ

ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ । ପୁରୀ ପୌର ସଦନଠାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଆଇନ ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ଉପସ୍ଥିତ । ମୁଖ୍ୟ ଶାସନ ସଚିବ, ଡିଜିପି…

ରଥଯାତ୍ରା ପାଇଁ ପୁରୀରେ ଲାଗିବ ୨୭୫ ଏଆଇ କ୍ୟାମେରା

ପୂରୀ – ବିଶ୍ବପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଶେଷ ସମନ୍ବୟ ବୈଠକ । ପୁରୀରେ ଚୂଡ଼ାନ୍ତ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ହୋଇଛି ବୈଠକ । ଦୁଇ ଉପମୁଖ୍ୟ ମନ୍ତ୍ରୀ, ଆଇନ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ,…

“ଜଗନ୍ନାଥଙ୍କ ନବକଳେବର” ଚଳଚ୍ଚିତ୍ରର ପ୍ରଥମ ନିମନ୍ତ୍ରଣ ବଡ଼ ଠାକୁର ଶ୍ରୀ ବଳଦେବଜୀଉଙ୍କ ପାଖରେ ପହଞ୍ଚିଲା

ଭୁବନେଶ୍ୱର – ସାଈ ଶ୍ରଦ୍ଧା ପ୍ରଡ଼କସନ୍ ଦ୍ୱାରା ନିର୍ମିତ “ଶ୍ରୀଜଗନ୍ନାଥଙ୍କ ନବକଳେବର” ଚଳଚ୍ଚିତ୍ର ଆସନ୍ତା ଜୁଲାଇ ୪ ତାରିଖ ବାହୁଡା଼ ଉପଲକ୍ଷେ ସର୍ବ ଭାରତୀୟ ସ୍ତରରେ ମୁକ୍ତିଲାଭ କରିବାକୁ ଯାଉଛି l ସେଥିପାଇଁ “ନବକଳେବର” ଟିମ୍ ପ୍ରଥମ ନିମନ୍ତ୍ରଣ ନେଇ ଆଜି…

ଶ୍ରୀକ୍ଷେତ୍ରରୁ ବିଜେଡ଼ି ଆରମ୍ଭ କଲା ଜନ ଜାଗରଣ ଅଭିଯାନ

ପୂରୀ: ରାଜ୍ୟରେ ବିଜେପି ସରକାରକୁ ପୂରିଛି ବର୍ଷେ । ଏହି ଅବସରରେ ବିଭିନ୍ନ ଜିଲ୍ଲା ଏବଂ ନିର୍ବାଚନ ମଣ୍ଡଳୀରେ ବିଜେପି ତା’ର ଏକବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଛି । ତେବେ ବିଜେପିର ଏଭଳି ପୂର୍ତ୍ତି ଉତ୍ସବକୁ କାଉଣ୍ଟର ଆଟାକ କରିଛି…

ରଥଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପୁରୀର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ମଙ୍ଗଳବାର ମାନ୍ୟବର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟି ମହାପ୍ରଭୁଙ୍କ ଆଗାମୀ ପବିତ୍ର ଘୋଷଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି। ଏହି ଅବସରରେ ଶ୍ରୀ ପାଢୀ ବିଶ୍ୱ ପ୍ରସିଦ୍ଧ…