ଆଜି ପବିତ୍ର ମାଘ ବୁଡ଼ : ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ଭୂବନେଶ୍ୱର, ୦୪/୦୨ : ଆଜି ପବିତ୍ର ମାଘ ବୁଡ଼ । ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ରାଜ୍ୟ ଓ ରାଜ୍ୟ ବାହାରର ଲକ୍ଷାଧିକ ଶ୍ରଦ୍ଧାଳୁ । ମାଘ ସପ୍ତମୀ ଉପଲକ୍ଷେ, ବିଳମ୍ବିତ ରାତ୍ରିରେ କୋଣାର୍କ ଠାରେପୂଜିତ ଶ୍ରୀତ୍ରିବେଣୀଶ୍ୱର, ଶ୍ରୀ ଐଶାନେଶ୍ୱର ଏବଂ ଶ୍ରୀ…
