ଜିରୋ କାଜୁଆଲିଟି ପାଇଁ ବିଶ୍ୱ ପ୍ରସିଦ୍ଧ ଓଡିଶା
ପୁରୀ: ପୁରୀ ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବୋଧନ ଦେଇ କହିଛନ୍ତି, ପୁରୀରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିବାରୁ ଖୁସି ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ୧୯୯୯ ମହାବାତ୍ୟା କଥା…
