ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାରେ ସଂସ୍କୃତ ସପ୍ତାହ ଅନୁଷ୍ଠିତ
**ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାରେ ସଂସ୍କୃତ ସପ୍ତାହ ଅନୁଷ୍ଠିତ:** ବରଗଡ଼:(ପବିତ୍ର ମେହେର) ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ରୁଚିଦାରେ ସଂସ୍କୃତ ସପ୍ତାହ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅଜୟ କୁମାର ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…
