ଅମ୍ବାବୋନା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୭୬ତମ ବନ ମହୋତ୍ସବ ପାଳିତ
*ଅମ୍ବାବୋନା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୭୬ତମ ବନ ମହୋତ୍ସବ ପାଳିତ* ବରଗଡ:୧୪/୭(ପବିତ୍ର ମେହେର) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଅମ୍ଵାଭୋନା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁଧାମୟ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ…
