Category: ବ୍ରହ୍ମପୁର

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ -୨୦୨୬ ହୋଟେଲ୍ ପ୍ରମୋଦ ରେଡ଼ିସନ୍ ଠାରେ ଉଦଘାଟନ

ଗୋପାଳପୁର, ୨୯/୫ : ଭାରତୀୟ ଜନତା ପାର୍ଟି, ଗଞ୍ଜାମ ଜିଲ୍ଲା ପକ୍ଷରୁ “ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ପ୍ରଶିକ୍ଷଣ ବର୍ଗ ଗୋପାଳପୁର ସ୍ଥିତ ହୋଟେଲ୍ ପ୍ରମୋଦ ରେଡ଼ିସନ୍ ଠାରେ ଉଦଘାଟନ ହୋଇଯାଇଛି । ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା…

ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା ନୂଆଗାଁର ରଞ୍ଜନ ମଲ୍ଲିକ(୨୭) ଓ ଗୁଜରାଟ…

ବିଚ ରାସ୍ତାରେ ଗୋଡାଇ ଗୋଡାଇ ଯୁବକକୁ ହାଣିଲେ

ବ୍ରହ୍ମପୁର – ପୁଣି ବରହମପୁର ବଜାରରେ ଖଣ୍ଡା ବୁଲିଲା । ଅମ୍ବିକା ନଗରରେ ବିଚ ରାସ୍ତାରେ ଗୋଡାଇ ଗୋଡାଇ ଯୁବକକୁ ହାଣିଲେ । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିବା ସୂଚନା ଗୁରୁତର ଅବସ୍ଥାରେ MKCG ମେଡିକାଲରେ ଭର୍ତ୍ତି ।…

ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର୍

ବ୍ରହ୍ମପୁର: ପୁଣି ଏକ ଏନକାଉଣ୍ଟର୍ ହୋଇଛି । ପୁଲିସ ଗୁଳିରେ ଆହତ ମଙ୍ଗଳା ବେହେରାଙ୍କ ଆକ୍ରମଣକାରୀ ତଥା ଅଭିଯୁକ୍ତ ଜଗା ସାହୁ ଓରଫ ଜଗନ୍ନାଥ ଆହତ ହୋଇଥିବା ଜଣାପଡିଛି। ଅଭିଯୁକ୍ତ ଜଗା ବାଉରୀ ସୁକୁଣ୍ଡାରେ ଥିବା ସୁରାକ ପାଇ ପୁଲିସ ଟିମ…

ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଆୟୋଜିତ “ସାବିତ୍ରୀ ଯୋଗାଡ଼ -୨୦୨୬” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ଗୋପାଳପୁର, ୧୫/୫ : ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳନ୍ଥରା ସ୍ଥିତ ଶ୍ରୀ ଶ୍ରୀ ଇଶାଣେଶ୍ୱର ମନ୍ଦିର ଠାରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଆୟୋଜିତ “ସାବିତ୍ରୀ ଯୋଗାଡ଼ -୨୦୨୬” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନନୀୟା ବାଚସ୍ପତି…

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ “ସାମ୍ବାଦିକ ସମ୍ମିଳନୀ” ଗଜପତି ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ

ପାରଳାଖେମୁଣ୍ଡି, ୨୮/୪ : ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ “ସାମ୍ବାଦିକ ସମ୍ମିଳନୀ” ଗଜପତି ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ନୀତି ନିର୍ଦ୍ଧାରଣରେ ମହିଳା ମାନଙ୍କୁ ଭାଗିଦାରୀ ଦେବା…

ଖବର ଶିରୋନାମା: ଗଞ୍ଜାମ ଓକିଲ ସଙ୍ଘ ପରିସରରେ ଖଣ୍ଡା ବୁଲାଇ ଆତଙ୍କ ଖେଳାଇଲେ ଯୁବକ, କାବୁ କଲେ ପୋଲିସ୍ ଓ ଆଇନଜୀବୀ

ଖବର ଶିରୋନାମା: ଗଞ୍ଜାମ ଓକିଲ ସଙ୍ଘ ପରିସରରେ ଖଣ୍ଡା ବୁଲାଇ ଆତଙ୍କ ଖେଳାଇଲେ ଯୁବକ, କାବୁ କଲେ ପୋଲିସ୍ ଓ ଆଇନଜୀବୀ ଜାଗ୍ରତ ଭାରତ ନ୍ୟୁଜ୍ ଡେସ୍କ: ବ୍ରହ୍ମପୁର କୋର୍ଟ ତଥା ଗଞ୍ଜାମ ଓକିଲ ସଙ୍ଘ ପରିସରରେ ଏକ ଅଭାବନୀୟ ଘଟଣା…

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାର ସବୁଠାରୁ ବ୍ୟସ୍ତବହୁଳ ରେଳ ହବ୍ ଭାବେ ପରିଚିତ ବ୍ରହ୍ମପୁର ରେଳ ଷ୍ଟେସନ, ଯେଉଁଠାରେ ପ୍ରତିଦିନ ୧୬୨ରୁ ଅଧିକ ଟ୍ରେନ୍ ଚଳାଚଳ କରେ ଏବଂ ୨୫,୦୦୦ରୁ ଅଧିକ ଯାତ୍ରୀ ଯାତାୟାତ କରନ୍ତି, ତାହାର ଏକ ବୈପ୍ଳବିକ ପରିବର୍ତ୍ତନ ହେବାକୁ…

ଭାରତୀୟ ଜନତା ଯୁବମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ପକ୍ଷରୁ “ବିକ୍ଷୋଭ ପଦର୍ଶନ” କରାଯିବା ସହ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସର ଯୁବରାଜ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର, ୨୩/୪ : “ନାରୀ ଶକ୍ତି ବନ୍ଦନ ଅଧିନିୟମ” କୁ ବିରୋଧ କରୁଥିବା ରାଜନୈତିକ ଦଳ ବିରୁଦ୍ଧରେ ପ୍ରତିବାଦର ସ୍ୱର ଆଜି ସାରା ରାଜ୍ୟରେ ସାଧାରଣ ମହିଳା ମାନଙ୍କୁ ଆନ୍ଦୋଳିତ କରିଛି । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଠାରେ ସାଧାରଣ ମହିଳା…

“ନାରୀ ଶକ୍ତି ବନ୍ଦନ” ଏହି ପ୍ରସଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ “ସାମ୍ବାଦିକ ସମ୍ମିଳନୀ” ବ୍ରହ୍ମପୁର ହିଲପାଟଣା ସ୍ଥିତ ନନ୍ଦନ ହୋଟେଲ୍ ଏଣ୍ଡ କନଭେନସନ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ

ବ୍ରହ୍ମପୁର, ୨୧/୪ : ଗତ ଏପ୍ରିଲ ୧୬ ଏବଂ ୧୭ ତାରିଖରେ ସଂସଦରେ ଗୁରୁତ୍ବପୂର୍ଣ୍ଣ ବିଲ୍‌ଗୁଡ଼ିକୁ ବିରୋଧ କରି କଂଗ୍ରେସ, ସମାଜବାଦୀ ପାର୍ଟି, ଟିଏମସି ଏବଂ ଡିଏମକେ ଦେଶର ଅଧା ଜନସଂଖ୍ୟାକୁ ବିଶ୍ବାସଘାତକତା କରିଛନ୍ତି ଏବଂ ସେମାନଙ୍କର ମହିଳା-ବିରୋଧୀ ମାନସିକତାକୁ ସମ୍ପୂର୍ଣ୍ଣ…