ଆରମ୍ଭ ହେଲା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ
ଆରମ୍ଭ ହେଲା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ବାଲିଅନ୍ତା, : ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୬ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅଭିଯାନ ୩୦ ମଇ ୨୦୨୬ ଠାରୁ ୨୮ ଜୁନ ୨୦୨୬ ପର୍ଯ୍ୟନ୍ତ ଚାଲିବ। ନିର୍ବାଚନୀ…
ଖେତରୁ ମୁହଁ ଫେରାଉଛି ଯୁବପିଢ଼ି: ଆଖୁ, ଫୁଲ ଓ ରବି ଚାଷ ପ୍ରତି କମୁଛି ଆଗ୍ରହ
ଖେତରୁ ମୁହଁ ଫେରାଉଛି ଯୁବପିଢ଼ି: ଆଖୁ, ଫୁଲ ଓ ରବି ଚାଷ ପ୍ରତି କମୁଛି ଆଗ୍ରହ ନୂଆଦିଲ୍ଲୀ/ଭୁବନେଶ୍ୱର: କୃଷି ପ୍ରଧାନ ଦେଶରେ ଏବେ କୃଷିକୁ ନେଇ ସଙ୍କଟଜନକ ଚିତ୍ର ସାମ୍ନାକୁ ଆସିଛି। ଦିନଥିଲା ଚାଷ ଜମିରେ ସୋନାର ଫସଲ ଫଳାଇବା ପାଇଁ…
ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ବଦଳିଲେ ଆଇଆଇସି
ଭୁବନେଶ୍ବର: ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ବଦଳିଲେ ବାରଙ୍ଗ ଥାନାର ଆଇଆଇସି ନିରଞ୍ଜନ ବେହେରା । ତାଙ୍କୁ ବଦଳି କରାଯାଇ କଟକ ଡିସିପି ଅଫିସକୁ ପଠାଯାଇଛି । ବର୍ତ୍ତମାନ ବାରଙ୍ଗ ଥାନାରେ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ…
ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଆଇପିଏସ୍ ଅଫିସର ଅନନ୍ୟା ଅୱସ୍ତି ନିଯୁକ୍ତ
ଭୁବନେଶ୍ୱର: ଓଡିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆଇପିଏସ୍ ଅଧିକାରୀ ଅନନ୍ୟା ଅୱସ୍ତିଙ୍କୁ ରାଜ୍ୟପାଳଙ୍କ ଏଡିସି (ପୋଲିସ) ଭାବେ ନିଯୁକ୍ତି ଦେଇଛନ୍ତି I ସୂଚନା ଯୋଗ୍ୟ ଯେ ଅନନ୍ୟା ଅୱସ୍ତି ଓଡିଶା ରାଜ୍ୟପାଳଙ୍କ ସମ୍ମାନଜନକ ଏଡିସି ପଦବୀରେ ନିଯୁକ୍ତ ହେବାରେ…
ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ
ଭୁବନେଶ୍ୱର – ଆଜି ବିଜେପିର ସାମିଲ ହୋଇଛନ୍ତି ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ। ଆଜି ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ଉଭୟ ବିଜେପିରେ ସାମିଲ ହୋଇଛନ୍ତି। ଉଭୟ ନେତା ବିଜେଡିର ଭୁବନେଶ୍ବର ରାଜନୀତିରେ ବେଶ ସକ୍ରିୟ ଥିଲେ। ଭୁବନେଶ୍ବର…
ଓପିଏସ୍ ସ୍ତରରେ ଅଦଳ ବଦଳ
ଭୁବନେଶ୍ବର:ରାଜ୍ୟ ସରକାର ଶନିବାର ଓଡ଼ିଶା ପୁଲିସ ସେବା (ଓପିଏସ୍) ଅଧିକାରୀ ସ୍ତରରେ ବ୍ୟାପକ ଅଦଳ ବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଜାରି ଭିନ୍ନ ଭିନ୍ନ ବିଜ୍ଞପ୍ତି ଅନୁଯାୟୀ,ବଦଳି ହୋଇଥିବା ୫୮ ବରିଷ୍ଠ ପୁଲିସ୍ ଅଧିକାରୀ ମୁଖ୍ୟତଃ ଅତିରିକ୍ତ ଏସ୍ପି ଭାବେ…
୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ
୧୫ ଦିନ ଭିତରେ ଭତ୍ତା ସମସ୍ୟାର ହେବ ସମଧାନ । ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ଦେଖାଯାଉଛି। ଯେଉଁମାନେ କ୍ୟାସ ଆକାରରେ ଭତ୍ତା ପାଉଥିଲେ ସେମାନଙ୍କର କିଛି ସମସ୍ୟା ସୃଷ୍ଟି ହୋଇନାହିଁ । ଯେଉଁମାନଙ୍କ…
ମନ୍ କି ବାତ୍ରେ ଓଡ଼ିଶାର ବେଲପଣା ଓ ଆମ୍ବର ପ୍ରଶଂସା କଲେ ମୋଦୀ
ଦେଶର ପାରମ୍ପରିକ ଖାଦ୍ୟ ଓ ପାନୀୟର ଗୁରୁତ୍ୱକୁ ପୁଣିଥରେ ଉଜାଗର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରବିବାର ପ୍ରସାରିତ ତାଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ରେ ସେ ଗ୍ରୀଷ୍ମ ଋତୁରେ ଶରୀରକୁ ସୁସ୍ଥ ଓ ସତେଜ ରଖିବା ପାଇଁ…
