ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି
ଗ୍ରୀଷ୍ମ ପ୍ରବାହ ସମୟରେ ପୂର୍ବାହ୍ଣରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଶ୍ରମିକଙ୍କ ନିୟୋଜନ ଉପରେ କଟକଣା ରହିଛି। ଚଳିତ ବର୍ଷ ମଧ୍ୟ ଶ୍ରମ ବିଭାଗ ଏବଂ ଏସ୍ଆର୍ସି ନିର୍ଦେଶ ଜାରି କରି ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବାକୁ ବାରଣ…
