Category: ଭୁବନେଶ୍ବର

ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ

ଭୁବନେଶ୍ଵର : ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ। ଓଡ଼ିଶା ଶ୍ରେଷ୍ଠ ବିଧାୟକ ପୁରସ୍କାର-୨୦୦୨ର ନିୟମ ୩ ଅନୁଯାୟୀ, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସଦସ୍ୟମାନଙ୍କୁ ନେଇ ଏକ କମିଟି ଗଠିତ ହୋଇଛି। ଏହି କମିଟି ବିଧାନସଭାର ଶ୍ରେଷ୍ଠ ବିଧାୟକ…

ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ସହରାଞ୍ଚଳ ଶାସନରେ ଦକ୍ଷତା,ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର ୩୬୦ ଜଣ ଅଧିକାରୀଙ୍କୁ ଗୃହ ଓ…

ପର୍ଯ୍ୟଟନ ବିକାଶ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଧଉଳି ମାଷ୍ଟର ପ୍ଲାନ-ପୁନର୍ବିକାଶ, ଇଭି (EV) ସୁବିଧା ଏବଂ ରଥଯାତ୍ରା ପର୍ଯ୍ୟଟନ ଯୋଜନାର ସମୀକ୍ଷା ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ଦିନ ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନର ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକର ଅଧ୍ୟକ୍ଷତା…

ପୋଲିସର ବେଆଇନ ଆଇପିଏଲ୍ ବେଟିଂ ବିରୋଧୀ ଅଭିଯାନ: ୧୮ ଗିରଫ, ୩୬ ଲକ୍ଷରୁ ଅଧିକ ନଗଦ ଟଙ୍କା ସହ ପ୍ରାୟ ୪୦ ଲକ୍ଷରୁ ଅଧିକ ଟଙ୍କା ଫ୍ରିଜ୍

ଚଳିତ ଆଇପିଏଲ-୨୦୨୬ ମହାସମର ମଧ୍ୟରେ ରାଜ୍ୟରେ ବେଆଇନ ଆଇପିଏଲ୍ ବେଟିଂ କାରବାର ବିରୋଧରେ ଓଡ଼ିଶା ପୋଲିସ ପକ୍ଷରୁ ଜୋରଦାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଭିନ୍ନ ଜିଲ୍ଲାରେ ଚଢ଼ାଉ କରି ପୋଲିସ ବେଟିଂ ରାକେଟ୍‌ର ପର୍ଦ୍ଦାଫାଶ କରିବା ସହ ବିପୁଳ ପରିମାଣର…

ଓଏଏସ୍ ରେଜଲ୍ଟ ପ୍ରକାଶିତ, ବୁବୁନ ସାହୁ ଟପ୍ପର-ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୬ ପୁଅ, ୪ ଝିଅ-ମୋଟ୍ ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ -ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କଟକ: ଓଡ଼ିଶା ଲୋକସେବା ଆୟୋଗ ଦ୍ୱରା ପରିଚାଳି ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା(ଓସିଏସ୍‌)-୨୦୨୪ ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏହି ଓଏସ୍ ପରୀକ୍ଷାରେ ୨୦୦ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସଫଳ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୭୮ ଜଣ ମହିଳା ଅଛନ୍ତି। ପ୍ରଥମ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜ୍ର ସମସ୍ତ ପାଠକ ଓ ଦର୍ଶକ ବନ୍ଧୁମାନଙ୍କୁ ସୁପ୍ରଭାତ। ଆଜି ୨୭ ମେ ୨୦୨, ବୁଧବାର। ଆସନ୍ତୁ ଜାଣିବା ଆଜିର ଦିନଟି ଆପଣଙ୍କ ପାଇଁ କେମିତି ରହିବ, କେଉଁ ସଂଖ୍ୟା ଓ ରଙ୍ଗ ଆପଣଙ୍କ ପାଇଁ ଶୁଭ ପ୍ରମାଣିତ…

ମାତୃଭାଷା ମାଧ୍ୟମରେ ଶିକ୍ଷାଦାନକୁ ମଜଭୁତ କରିବା – ଧର୍ମେନ୍ଦ୍ର ପ୍ରଧାନ

ନୁଆଦିଲ୍ଲୀ/ଭୁବନେଶ୍ୱର, ୨୫ ମେ, ୨୦୨୬ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ‘ଜାତୀୟ ଶିକ୍ଷା ନୀତି’ର ସଫଳ ରୂପାୟନ ନେଇ ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ଼ ସାଙ୍ଗମାଙ୍କ ସହ ଏକ ସାରଗର୍ଭକ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ପଦରୁ ଅବସରପ୍ରାପ୍ତ IAS ଅଧିକାରୀ ପ୍ରଦୀପ କୁମାର ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଏହି ପଦ ଛାଡ଼ିଥିବା ଜଣାପଡ଼ିଛି। ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ସୋମବାର ଜାରି…

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ଆସନ୍ତାକାଲିଠୁ ସିଟି ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ୱର: ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେସନ(ଡିଇଆଇଇଡି) ତଥା ସିଟି ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୭ ତାରିଖରୁ (ବୁଧବାର) ଅନ୍‌ଲାଇନ ଆବେଦନ ହେବ । ଆସନ୍ତା ଜୁନ୍‌ ୧୮ ତାରିଖ ଯାଏ ଆବେଦନ ପତ୍ର ଗ୍ରହଣ କରାଯିବ…

You missed