Category: ଭୁବନେଶ୍ବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜୁଏଲ ଓରାମ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ମଙ୍ଗଳବାର ଦିନ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ଜନଜାତି କଲ୍ୟାଣ, ଆଂଚଳିକ ବିକାଶ ଏବଂ ଓଡ଼ିଶାର ପ୍ରଗତି ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ରାଜଧାନୀର ଦୁଇଟି ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା ଆଜି ରାଜଧାନୀ ୟୁନିଟ- ୬ ସ୍ଥିତ ୨ଗୋଟି ରାସ୍ତା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଅଛି। ଏହି ଅବସରେ ଆୟୋଜିତ ସଭାକୁ ସମ୍ବୋଧିତ କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ…

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

ଚିଲିକା : ଚିଲିକାରୁ ବେଆଇନ ଘେରି ଉଚ୍ଛେଦ ଆରମ୍ଭ କଲା ପ୍ରଶାସନ । କୃଷ୍ଣପ୍ରସାଦ ଅଧୀନ ଚିଲିକାରୁ ବେଆଇନ ଘେରି ଉଚ୍ଛେଦ ଆରମ୍ଭ ହୋଇଛି । ଆସନ୍ତା ୪ ଦିନ ଧରି ଏହି ଉଚ୍ଛେଦ ପ୍ରକ୍ରିୟା ଚାଲିବା ନେଇ ସୂଚନା ରହିଛି…

ବଦଳିଲା CRUTର ନାଁ

ଭୁବନେଶ୍ଵର : ବଦଳିଲା CRUTର ନାଁ । କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟରୁ ହେଲା କମ୍ପ୍ରିହେନସିଭ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ । ସରକାର CRUTର ନାମ ବଦଳାଇଛନ୍ତି । ବାରିପଦା, ଅନୁଗୁଳ, ଝାରସୁଗୁଡା ଓ ବାଲେଶ୍ଵରରେ ଚାଲିବ ଆମ ବସ ।…

ଆଜି +୨ ପରୀକ୍ଷା ଫଳ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆଜି ୨୦ ତାରିଖ ବୁଧବାର ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପାଠ୍ୟକ୍ରମ…

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଆୟୋଜିତ ହେଉଥିବା ଆଜିର ଜୋନାଲ କନ୍‌ଫରେନ୍ସରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର ଏବଂ ଏଲିଟ୍‌ କିସମର ବିଭିନ୍ନ ପ୍ରକାରର ଆମ୍ବ ପ୍ରଦର୍ଶିତ ହୋଇଥିଲା । ବିଭିନ୍ନ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜ୍ ର ସମସ୍ତ ପାଠକ ଏବଂ ଦର୍ଶକମାନଙ୍କ ପାଇଁ ଆଜିର ସମ୍ପୂର୍ଣ୍ଣ ରାଶିଫଳ। ନିଜର ରାଶି ଅନୁଯାୟୀ ଆଜିର ଶୁଭ ଫଳାଫଳ, ଶୁଭ ସଂଖ୍ୟା, ଶୁଭ ରଙ୍ଗ, ସମୟ ଏବଂ ପ୍ରତିକାର ସମ୍ପର୍କରେ ଜାଣନ୍ତୁ। ମେଷ ରାଶି (Aries)…

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଚାଷୀ ଓ ମାଟିର ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟର ରୋଡମ୍ୟାପ; ଯୋଗଦେଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର କୃଷି ମନ୍ତ୍ରୀ ଏବଂ ୪ ରାଜ୍ୟର କୃଷିମନ୍ତ୍ରୀ

ଭୁବନେଶ୍ୱର: ପୂର୍ବ ଭାରତର କୃଷି ବିକାଶ ଓ କୃଷକଙ୍କ କଲ୍ୟାଣ ପାଇଁ ଭୁବନେଶ୍ୱରଠାରେ ଆଜି ‘ପୂର୍ବାଞ୍ଚଳ କ୍ଷେତ୍ରୀୟ କୃଷି ସମ୍ମିଳନୀ -୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା, ବିହାର, ଛତିଶଗଡ଼, ଝାରଖଣ୍ଡ ଓ ପଶ୍ଚିମବଙ୍ଗ ଆଦି ୫ଟି ରାଜ୍ୟର କୃଷି ବିକାଶ…

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇ.ଏସ.ଆଇ ମେଡିକାଲ କଲେଜ

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇ.ଏସ.ଆଇ ମେଡିକାଲ କଲେଜ ଭୁବନେଶ୍ୱର: ଭୁବନେଶ୍ୱରର ଅନ୍ଧାରୁଆଠାରେ ଇ.ଏସ.ଆଇ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପାଇଁ ୧୮.୦୫.୨୦୨୬ ରିଖରେ ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏବଂ ଭାରତ ସରକାରଙ୍କ କର୍ମଚାରୀ…

ମେ ୨୦ରେ ବନ୍ଦ ହେବ ସବୁ ମେଡିସିନ ଦୋକାନ: ଜାରି ହେଲା ୭ ସୂତ୍ରୀ ଗାଇଡଲାଇନ୍

ମେ ୨୦ରେ ବନ୍ଦ ହେବ ସବୁ ମେଡିସିନ ଦୋକାନ: ଜାରି ହେଲା ୭ ସୂତ୍ରୀ ଗାଇଡଲାଇନ୍ ଆସନ୍ତା ମେ ୨୦ ତାରିଖ ଦିନ ରାଜ୍ୟର ସମସ୍ତ ଘରୋଇ ମେଡିସିନ ଦୋକାନ (Medicine Shops) ବନ୍ଦ ରହିବ। ନିଜର ବିଭିନ୍ନ ଦାବି ପୂରଣ…

You missed