ଆଗାମୀ ପିଢ଼ିକୁ ମାର୍ଗଦର୍ଶନ କରିବାରେ ପୂର୍ବତନ ଛାତ୍ର ସଂଘର ବିଶେଷ ଭୂମିକା ରହିଛି: ରାଜ୍ୟପାଳ
ଭୁବନେଶ୍ୱର: ଆଗାମୀ ପିଢ଼ିକୁ ମାର୍ଗଦର୍ଶନ କରିବାରେ ପୂର୍ବତନ ଛାତ୍ର ସଂଘର ବିଶେଷ ଭୂମିକା ରହିଛି ଏବଂ ସେମାନଙ୍କର ଅଭିଜ୍ଞତା, ଜ୍ଞାନ ଓ ଦୃଷ୍ଟିକୋଣ ଯୁବ ଛାତ୍ରଛାତ୍ରୀଙ୍କ ପାଇଁ ଅମୂଲ୍ୟ ସମ୍ପଦ ବୋଲି ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି…
