Category: ଭୁବନେଶ୍ବର

ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର…

ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା…

ଆଜିର ସମୟରେ ଚାଷୀ କେବଳ ଚାଷୀ ନୁହେଁ, ଜଣେ କୃଷି ଉଦ୍ୟୋଗୀ – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପରିସରରେ ଥିବା କୃଷି ଶିକ୍ଷା ସଦନରେ ଆଜି “ଓୟୁଏଟି କୃଷକ ମେଳା – ୨୦୨୬” ଅନୁଷ୍ଠିତ ହୋଇଛି । “ମହିଳା କୃଷି ଉଦ୍ୟୋଗୀ ଓ ବିକଶିତ କୃଷି” ଶୀର୍ଷକ ଏହି ମେଳାର…

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚରମାନେ ହେଲେ ନିୟମିତ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି।୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୁଜ୍‌ର ପାଠକବନ୍ଧୁମାନଙ୍କୁ ସ୍ୱାଗତ। ଆଜି ଶନିବାର, ୨୧ ମାର୍ଚ୍ଚ ୨୦୨୬ର ଦୈନିକ ରାଶିଫଳ। ​ମେଷ (Aries) ​ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। ​ବୃଷ (Taurus) ​ପାରିବାରିକ ସୁଖ…

ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ବର CRP ଛକ ସ୍ଥିତ ମହାବୀର ମାର୍କେଟ୍ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲିଭାଇବାକୁ ୪ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି । ନିଆଁ ଲାଗିବା ଯୋଗୁଁ ଚାରିଆଡ଼େ ଧୂଆଁମୟ ହୋଇଯାଇଛି । ତେବେ ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା…

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି…

ପିଲାଙ୍କ ଘରକୁ ଯିବ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର, ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ଆସନ୍ତା ଶିକ୍ଷାବର୍ଷ (୨୦୨୬- ୨୭) ପାଇଁ ପାଇଁ ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ି ଛୁଆଁ ଉତ୍ସବ ପାଳନ କରାଯିବ । ଏଥିସହ ପ୍ରବେଶ ଉତ୍ସବ କରାଯିବ । ୫ରୁ ୬ ମଧ୍ୟରେ ପିଲାଙ୍କୁ ଶିଶୁ ବାଟିକାରେ ନାମଲେଖା…

‘ଏସ୍‌ଓପି’ ପାଳନ ନ କଲେ ଦରମା ବନ୍ଦ

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ୟ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍‌ଓପି’ ଜାରି ହୋଇଛି। ଯଦି ସଂପୃକ୍ତ ବିଭାଗ ପରାମର୍ଶଦାତାଙ୍କ ନିଯୁକ୍ତି…

କାର୍ଯ୍ୟରେ ଅବହେଳା ପାଇଁ ସହକାରୀ ଶିକ୍ଷୟତ୍ରୀ ନିଲମ୍ବିତ

ଭୁବନେଶ୍ୱର : ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍-୨ ରେ କାର୍ଯ୍ୟରତ ଶ୍ରୀମତୀ ରଶ୍ମି ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ…