‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ
ଭୁବନେଶ୍ଵର: ଆଜି କୋରାପୁଟ ଜିଲ୍ଲା ପୋଲିସ ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମା ନିକଟସ୍ଥ ପାଡୁଆ ଥାନା ଅଧୀନ ଝୋଲାପୁଟ ଜଙ୍ଗଲ ଅଞ୍ଚଳରେ ଚାଲୁଥିବା ଏକ ଅସ୍ଥାୟୀ ମାନୁଫ୍ୟାକ୍ଚରିଂ ୟୁନିଟ୍ ଉପରେ ଚଢ଼ାଉ କରି…
