ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ
ଭୁବନେଶ୍ୱର: ଏବେ ଛୁଂଚି ଯନ୍ତ୍ରଣାର ଭୟ ବିନା ଚିକିତ୍ସା ଏବଂ ଇଞ୍ଜେକ୍ସନ ନେବା ସମ୍ଭବ ହେବ । ଓଡ଼ିଶା-ଭିତିକ ଏକ ଷ୍ଟାର୍ଟଅପ ଜେଡଟପ ଆଇଓଟି ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ, ଏହାର ଅଗ୍ରଣୀ ଟପିକାଲ ଆନାସ୍ଥେଟିକ ଇଣ୍ଡ୍ୟୁସର (ଟିଏଆଇ) ଉପକରଣ ପାଇଁ ଏକ…
