Category: ଭୁବନେଶ୍ବର

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ଆଠ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏଥିରେ ବିଧାୟକମାନେ କିପରି…

କଡ଼ା ସୁରକ୍ଷା ବଳୟରେ ଓଡ଼ିଶା ବିଧାନସଭା

ଭୁବନେଶ୍ବର : ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ। ବିଧାନସଭା ଭିତରେ ଓ ବାହାରେ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା। ବିଧାନସଭା ଚତୁଃପାର୍ଶ୍ଵରେ ରହିବେ ୨୦ ପ୍ଲାଟୁନ୍ ପୋଲିସ ଫୋର୍ସ। ମୁତୟନ ହେବେ ଡଗ୍ ସ୍କ୍ୱାର୍ଡ, ବମ୍…

ଏସିଡ୍ ଓ ବର୍ନ ପୀଡ଼ିତଙ୍କ ପାଇଁ ଭଲ ଖବର: ଦିଲ୍ଲୀ ଏମ୍ସରେ ହେବ ‘ଫେସ୍ ଟ୍ରାନ୍ସପ୍ଲାଣ୍ଟ’

ନୁଆଦିଲ୍ଲୀ: ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ସଂସ୍ଥାନ (ଏମ୍ସ) ମୁହଁ ପ୍ରତିରୋପଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ନେବା ପାଇଁ ପ୍ରସ୍ତୁତି ସମାପ୍ତ କରିଛି। ଏସିଡ୍ ଆଟାକ୍ ଓ ବର୍ନ ପୀଡ଼ିତଙ୍କ ପାଇଁ ଭଲ ଖବ ଆସିଛି। ଏଣିକି ଦିଲ୍ଲୀ ଏମ୍ସର…

ଶ୍ରୀ ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାଦୀପ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଇଷ୍ଟ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିର ପରିସରରେ ଉଠିଲା ମହାଦୀପ । ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହେଉଛି ପୂରା ମନ୍ଦିର ପରିସର । ଏଥର ସଅଳ ଉଠିଛି ମହାଦୀପ, ଯାହା ଶିବଭକ୍ତ ତଥା ବ୍ରତଧାରୀଙ୍କୁ ନିରୋଳା ଆନନ୍ଦ…

ଅଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କ ପାଇଁ ଆଜିର (୧୬ ଫେବୃଆରୀ, ୨୦୨୬) ରାଶିଫଳ, ଶୁଭ ସଂଖ୍ୟା, ରଙ୍ଗ ଏବଂ ପ୍ରତିକାର ସମ୍ପୂର୍ଣ୍ଣ ବିବରଣୀ ଏଠାରେ ଦିଆଗଲା: ​୧. ମେଷ ରାଶି ​୨. ବୃଷ ରାଶି ​୩. ମିଥୁନ ରାଶି ​୪.…

ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ; ନିଜ ଲୋକଙ୍କ ଦର୍ଶନକୁ ନେଇ ବିବାଦ

ଆଜି ସକାଳେ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଛି । ଏହାକୁ ମଧ୍ୟରେ ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଧସ୍ତାଧସ୍ତି ସାଙ୍ଗକୁ ମାର୍‌ପିଟ୍‌ ପରିସ୍ଥିତିରୁ ଉତ୍ତେଜନା ଦେଖା ଦେଇଛି। ନିଜ…

୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ କଲେ ନବୀନ

ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । ହୃଦଘାତରେ ଆଖି ବୁଜିଛନ୍ତି । ସଂନ୍ଧ୍ୟା ୬ଟା ୧୮ ସମୟରେ ବିୟୋଗ ଘଟିଥିବା ସୂଚନା । ଆସନ୍ତାକାଲି ସତି ସଉରାରେ ହେବ ଅନ୍ତିମ ସଂସ୍କାର । ​​​​​ସୁଚନା, ମସ୍ତିଷ୍କାଘାତ ଯୋଗୁଁ ଗୁରୁତର ଅସୁସ୍ଥ ହୋଇ…

ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଞ୍ଜଳି ଅପର୍ଣ କଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସନ୍ଥ କବି ଭୀମ ଭୋଇଙ୍କ ଆଜି ହେଉଛି ତିରୋଧାନ ଦିବସ । ବିଧାନସଭା ପରିସରରେ ମହାନ କବିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ। ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଆଦି ବହୁ ବରିଷ୍ଠ ନେତା ସନ୍ଥ…

ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’ ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଜାରି ରହିଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ ବ୍ୟବହାର ହେଉଥିବା ‘ବେନାମୀ ବ୍ୟାଙ୍କ ଆକାଉଣ୍ଟ’ (Mule…