Category: ଭୁବନେଶ୍ବର

ବିଜେଡ଼ି ପକ୍ଷରୁ ୪ ଜିଲ୍ଲା ପାଇଁ ଚାରି ନେତାଙ୍କୁ ନୂଆ ଦାୟିତ୍ବ

ଚାରି ସାଙ୍ଗଠନିକ ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି । ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ବିଧାୟକ ବ୍ୟୋମକେଶ ରାୟଙ୍କୁ ନିଯୁକ୍ତି ଦେଇଛନ୍ତି ସୁପ୍ରିମୋ । ପୂର୍ବରୁ ଜଗନ୍ନାଥ ସ୍ବାଇଁ ଭଦ୍ରକ…

ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀଜିଉଙ୍କ ଦର୍ଶନ କଲେ ରାଷ୍ଟ୍ରପତି

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି। ଗୋପାଳବଲ୍ଲଭ ଭୋଗ ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ…

ଶ୍ରୀକ୍ଷେତ୍ରର ଅନାଲୋଚିତ ଇତିହାସ: କେମିତି ନିର୍ମିତ ହେଲା ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର?

​୧. ନିର୍ମାଣର ଐତିହାସିକ ପୃଷ୍ଠଭୂମି ​ଶ୍ରୀମନ୍ଦିରର ନିର୍ମାଣ କୌଣସି ଜଣେ ଶାସକଙ୍କ ଦ୍ୱାରା ଶେଷ ହୋଇନଥିଲା। ଏହା ବିଭିନ୍ନ ସମୟରେ ପରିବର୍ଦ୍ଧିତ ହୋଇଛି: ​୨. ସ୍ଥାପତ୍ୟ କଳାର ବିସ୍ମୟ (ପଞ୍ଚରଥ ଶୈଳୀ) ​ଶ୍ରୀମନ୍ଦିର କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନିର୍ମିତ। ଏଥିରେ ଚାରିଗୋଟି…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ମା ତାରାତାରିଣୀ ମନ୍ଦିର ନିକଟସ୍ଥ ପୁରୁଷୋତ୍ତମପୁରରୁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ର ଶୁଭାରମ୍ଭ କରାଯାଇଛି। ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଅନୁଷ୍ଠିତ ହୋଇଥିବା ସାମୁହିକ ବିବାହ କାର୍ଯ୍ୟକ୍ରମରେ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ମୋର ସୁପ୍ରଭାତ। ଆଜି ବୁଧବାର, ୪ ଫେବୃଆରୀ ୨୦୨୬ ପାଇଁ ଆପଣଙ୍କର ଦୈନିକ ରାଶିଫଳ ନିମ୍ନରେ ପ୍ରଦାନ କରାଗଲା: ​🐏 ମେଷ (Aries) ​🐂 ବୃଷ (Taurus) ​👨‍👧‍👦 ମିଥୁନ (Gemini) ​🦀 କର୍କଟ…

କିନ୍ନରଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର

ଭୁବନେଶ୍ବର/ପିପିଲି: ପୁରୀ ଜିଲା ପିପିଲି ଥାନା କୌଶଲ୍ୟାଗଙ୍ଗ ଫାଣ୍ଡି ଅଧୀନ ସିଫା ମୁଖ୍ୟ ଫାଟକ ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣା । ଆଜି ପୁଲିସ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ତନାଘନା ଜାରି ରଖିଛି। ସେପଟେ ଅଭିଯୁକ୍ତକୁ ଗିରଫ ଦାବିରେ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ମଙ୍ଗଳବାର, ୩ ଫେବୃଆରୀ ୨୦୨୬ ପାଇଁ ଆପଣଙ୍କର ଦୈନିକ ରାଶିଫଳ ଏଠାରେ ପ୍ରଦାନ କରାଗଲା: ​🐏 ମେଷ (Aries) ​🐂 ବୃଷ (Taurus) ​👩‍❤️‍👨 ମିଥୁନ (Gemini) ​🦀 କର୍କଟ (Cancer)…

ଓଡ଼ିଆରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ, ପାଠ୍ୟପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଆରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ। ଆଜି ଲୋକସେବା ଭବନରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ…

ଫେବୃୟାରୀ ୧୭ରୁ ଆରମ୍ଭ ହେବ ବିଧାନସଭା, ୨୦ ରେ ବଜେଟ୍ ଉପସ୍ଥାପନ

ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩…

ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬ ଦିନିଆ ଓଡ଼ିଶା ଗସ୍ତ । ଭୁବନେଶ୍ବରରୁ ବିରଜା କ୍ଷେତ୍ର, ପରେ ଶ୍ରୀକ୍ଷେତ୍ର ଆସିବେ ମହାମହିମ । ଶେଷରେ ଜନ୍ମଭୂମି ମୟୂରଭଞ୍ଜ ଯାତ୍ରା କରି ଓଡ଼ିଶା ଗସ୍ତ ଶେଷ କରିବେ । ସଂଧ୍ୟା ୬ଟା ୪୦ରେ…