Category: ଭୁବନେଶ୍ବର

୨୩ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ଭୁବନେଶ୍ୱର : ଭାରତର ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ୍ ୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ। ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ…

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ କହିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିଶନ ଚିଠି । ଏପ୍ରିଲରେ…

୨ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଫେବ୍ରୁଆରି ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ତାରିଖରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି । ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ…

ମହିଳାଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା

ଆସିଲା ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିଲା ସୁଭଦ୍ରା କିସ୍ତି । ଏଥିରେ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀ ସାମିଲ ହୋଇଥିବା ବେଳେ ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ୍…

ଗ୍ରାମରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି । ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ । ଏଥିସହିତ ସପ୍ତାହକୁ…

ବ୍ୟାନ ହେଲା ସବୁ ପ୍ରକାର ତମାଖୁ ସାମଗ୍ରୀ

ରାଜ୍ୟରେ ତମାଖୁ ହେବ ନିଷେଧ। ରାଜ୍ୟରେ ନିଷେଧ ହେଲା ସବୁ ପ୍ରକାର ତମାଖୁ ସାମଗ୍ରୀ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ନିୟମ ଲାଗୁ। ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ସଂପୂର୍ଣ୍ଣ ନିଷେଧ। ନିକୋଟିନ୍ ଯୁକ୍ତ ସାମଗ୍ରୀର ଉତ୍ପାଦନ, ପ୍ୟାକେଜିଂ ନିଷେଧ, ସଂରକ୍ଷଣ,…

ଆସନ୍ତା ଜୁନ୍ ଶେଷ ସୁଦ୍ଧା ରାଜ୍ୟରେ NAC ଓ ପୌର ନିର୍ବାଚନ

ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା…

ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

ଭୁବନେଶ୍ଵର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଉନ୍ନୟନ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ, ପ୍ରକଳ୍ପ-ଭିତ୍ତିକ ବଜେଟ୍ ବ୍ୟବହାର ଓ ସାମ୍ପ୍ରତିକ ସ୍ଥିତି ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ବୁଧବାର ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ…

ଆଜିର ରାଶିଫଳ

ନମସ୍କାର! ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ଗୁରୁବାର, ୨୨ ଜାନୁଆରୀ ୨୦୨୬ ର ରାଶିଫଳ ନିମ୍ନରେ ପ୍ରଦାନ କରାଗଲା। ଆଜିର ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ। ​♈ ମେଷ (Aries) ​ଆଜି ଆପଣଙ୍କୁ କର୍ମକ୍ଷେତ୍ରରେ ସଫଳତା…

ହଟିବ ଡିଜେଲ୍‌ ଚାଳିତ ଆମ ବସ୍‌

ଭୁବନେଶ୍ବର: ଡିଜେଲ୍‌ ଚାଳିତ ‘ଆମ ବସ୍‌’ ହଟେଇବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଏଣିକି ରାସ୍ତାରେ ଗଡ଼ିବ କେବଳ ଇଭି ଆମ ବସ୍‌। ଡିଜେଲ ବସ୍‌କୁ…