Category: ଭୁବନେଶ୍ବର

ନର୍ମାଲ ଡେଲିଭରି ପାଇଁ ସରକାରୀ ହସ୍ପିଟାଲ୍ ସହଜ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍‌ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ…

ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା

ଭୁବନେଶ୍ୱର : ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା । ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ନାଁ ଘୋଷଣା କରାଯାଇଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଛନ୍ତି ଅଭିଳାଷ ପଣ୍ଡା । ମହିଳା…

ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା..*ଓଡିଶା ମାଷ୍ଟର୍ସ 2025 ଉଦଘାଟିତ

*ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା..*ଓଡିଶା ମାଷ୍ଟର୍ସ 2025 ଉଦଘାଟିତ…* ଯୋଗଦେଲେ16ଟି ଦେଶ ର 147 ପୁରୁଷ ଓ 137 ମହିଳା ଖେଳାଳୀ… ଭୁବନେଶ୍ୱର / ଆଜି ସ୍ଥାନୀୟ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ…

ଦରମା ତ ବୃଦ୍ଧି ହେଲା, ପୁଣି ଆନ୍ଦୋଳନ ଠିକ୍‌ ନୁହେଁ ; ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଆଉ ବଢିବ ନାହିଁ ପାଚିକାଙ୍କ ଦରମା। ପାଚିକାଙ୍କ ଦରମା ବୃଦ୍ଧି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦେଲେ ବଡ଼ ସୂଚନା। ପୂର୍ବରୁ ପାଚିକାଙ୍କ ଦରମା ୨ ହଜାର ଟଙ୍କା ଥିଲା, ବିଜେପି ସରକାର ୧ ହଜାର ବୃଦ୍ଧି…

📰 ଓଲିଉଡ୍ ନାୟିକାଙ୍କ ପରଦା ପଛର ପାଠପଢ଼ା: କିଏ କେତେ ଉଚ୍ଚ ଶିକ୍ଷିତ?

ଭୁବନେଶ୍ୱର – ଓଡ଼ିଆ ସିନେମା ଜଗତର ଅଭିନେତ୍ରୀମାନେ କେବଳ ନିଜ ଅଭିନୟ ଏବଂ ଗ୍ଲାମର ପାଇଁ ନୁହେଁ, ବରଂ ସେମାନଙ୍କର ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ପାଇଁ ମଧ୍ୟ ବେଶ୍ ଆଦୃତ। ଓଲିଉଡର ଅନେକ ଲୋକପ୍ରିୟ ଚେହେରା ପାଖରେ ରହିଛି ପ୍ରଭାବଶାଳୀ ଡିଗ୍ରୀ,…

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ନିର୍ଦ୍ଧାରିତ ସମୟ ପୂର୍ବରୁ ହେଲା ଶେଷ

ଶେଷ ହେଲା ବିଧାନସଭା ଅଧିବେଶନ । ୧୮ କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ବିଧାନସଭା । ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା । ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା…

ରାଜ୍ୟରେ ୭୭.୧୦% ଲୋକଙ୍କ ଘରେ ପହଞ୍ଚିଲାଣି ପିଇବା ପାଣି, ବିଧାନସଭାରେ ତଥ୍ଯ ରଖିଲେ ମନ୍ତ୍ରୀ ରବି ନାଏକ

ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ବିଧାନସଭା ଗୃହରେ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ୭୭.୧୦% ଲୋକଙ୍କ ଘରେ ପିଇବା ପାଣି ପହଞ୍ଚିଲାଣି । ୮୮.୬୬ ଲକ୍ଷ ପରିବାରରୁ…

ସମସ୍ତ କ୍ଲବ୍‌, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ

ସମସ୍ତ କ୍ଲବ୍‌, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ। ରାଜଧାନୀ ସମେତ ରାଜ୍ୟର ସମସ୍ତ କ୍ଲବ୍‌, ପବ୍‌ରେ ଯାଞ୍ଚ ନିର୍ଦ୍ଦେଶ । ଫାୟାର ସେଫ୍ଟି ସୁରକ୍ଷା ଯାଞ୍ଚ କରିବାକୁ ଅଗ୍ନିଶମ ଡିଜିଙ୍କ ନିର୍ଦ୍ଦେଶ । ଗୋଆ ନାଇଟ୍‌ କ୍ଲବ୍‌…

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠହାଇଛନ୍ତି। ନବୀନଙ୍କ ଏହି ଟାର୍ଗେଟ୍‌ ପରେ, ମୁଖ୍ୟମନ୍ତ୍ରୀ ମୋହନ…

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ : ଅବକାରୀ ମନ୍ତ୍ରୀ

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଏନେଇ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି । ସେହିଭଳି ୫ ବର୍ଷରେ ୧.୬୬ ଲକ୍ଷ…