Category: ଭୁବନେଶ୍ବର

ଶିକ୍ଷକଙ୍କ ବିଭିନ୍ନ ଦାବିକୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ

ଶିକ୍ଷକଙ୍କ ବିଭିନ୍ନ ଦାବିକୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ । ଅବସରପ୍ରାପ୍ତ ଆଇଏଏସ ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । ବିଧାନସଭାରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶିକ୍ଷକ/ ଅଧ୍ୟାପକ…

ଜାଗ୍ରତ ଭାରତ ନ୍ୟୁଜ୍: ଆଜିର ରାଶିଫଳ

📰 ଜାଗ୍ରତ ଭାରତ ନ୍ୟୁଜ୍: ଆଜିର ରାଶିଫଳ (ଡିସେମ୍ବର ୪, ୨୦୨୫)ଆଜିର ଦିନ ଆପଣଙ୍କ ପାଇଁ କିପରି ରହିବ, ଆସନ୍ତୁ ଜାଣିବା ଆପଣଙ୍କ ରାଶି ଅନୁଯାୟୀ: 🌟 ମେଷ ରାଶି (Aries)ଆଜିର ଖବର: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିବେ। ସଫଳତା ପାଇଁ କଠିନ…

‘୩୧ ଯାଏଁ ଜାରି ରହିବ ଇ-କେୱାଇସି’

୩୧ ତାରିଖ ଯାଏ e-KYC ପ୍ରକ୍ରିୟା । ରାସନକାର୍ଡ e-KYC ଅବଧି ବାବଦରେ ଯୋଗାଣମନ୍ତ୍ରୀଙ୍କ ଲିଖିତ ଉତ୍ତର । ଆସନ୍ତା ୩୧ ତାରିଖ ଯାଏ ଜାରିରହିବ e-KYC ପ୍ରକ୍ରିୟା । e-KYC ପ୍ରକ୍ରିୟାରେ ୬ ଲକ୍ଷ ୮୩ ହଜାର ମୃତ ବ୍ୟକ୍ତି…

ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଯାଇଥିବା…

ରାଜ୍ୟର ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର

ଭୁବନେଶ୍ୱର – ରାଜ୍ୟର ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର। ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ୍ କୋଠା ନିର୍ମାଣ ହେବ । କଲେକ୍ଟରେଟ୍ କୋଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯୋଡ଼ାଯିବ । ଏନେଇ ରାଜ୍ୟ ସରକାର ପକ୍ଷରୁ ଘୋଷଣା ହେବା…

ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବୈଠକରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଜିଲ୍ଲା ଖଣିଜ ପ୍ରତିଷ୍ଠାନ ବୈଠକରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଆଲୋଚନାରୁ ଜଣାପଡିଛିଯେ,…

ରାଜ୍ୟରେ ଏବେବି ରାଜସ୍ୱ ଓ ପଡ଼ା ଗାଁକୁ ନାହିଁ ରାସ୍ତା: ରବି ନାଏକ

ଭୁବନେଶ୍ୱର – ଏବେବି ରାଜ୍ୟର ୫୦୦୮ ରାଜସ୍ୱ ଓ ପଡ଼ା ଗ୍ରାମକୁ ନାହିଁ ସବୁଦିନିଆ ରାସ୍ତା । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ।ଆଜି ବିଧାସଭାରେ ଗୃହରେ ବିଧାୟକ ଅରୁଣ…

ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ

ଵଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ, କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ଆଧାରରେ ବିଜ୍ଞପ୍ତି ପ୍ରକାଶ । କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି…

ପୂର୍ବ ସରକାର କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ବିଧାନସଭାରେ ପୂର୍ବ ସରକାରକୁ ଟାର୍ଗେଟ୍‌ କଲେ ପଞ୍ଚାୟତିରାଜ ମନ୍ତ୍ରୀ । ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ୍‌ କଲେ। ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି । ୨୦୨୪…

ବଜାରରେ ମିଳୁଛି ନକଲି ମେଡିସିନ୍: ଗୃହରେ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଵଜାରରେ ମିଳୁଛି ନକଲି ମେଡିସିନ୍ ଗୃହରେ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ । ଗତ ୪ ବର୍ଷରେ ଚିହ୍ନଟ ହେଲାଣି ୧୬୮ ନକଲି, ୩୮୮ଟି ନିମ୍ନମାନର ମେଡିସିନ୍। ଅଢ଼େଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ମେଡିସିନ ଜବତ କଲେଣି ସରକାର। ୨୦୨୧…