Category: ଭୁବନେଶ୍ବର

ମାଦକ ଦ୍ରବ୍ୟକୁ ନା କହିବା କେବଳ ଏକ ସ୍ଲୋଗାନ ନୁହେଁ, ବରଂ ଏହା ଦେଶପ୍ରେମ: ରାଜ୍ୟପାଳ

ମାଦକ ଦ୍ରବ୍ୟକୁ ନା କହିବା କେବଳ ଏକ ସ୍ଲୋଗାନ ନୁହେଁ, ବରଂ ଏହା ଦେଶପ୍ରେମ: ରାଜ୍ୟପାଳ ଭୁବନେଶ୍ୱର: ମାଦକ ଦ୍ରବ୍ୟକୁ ନା କହିବା ଏକ ସ୍ଲୋଗାନ ନୁହେଁ ବରଂ ଏହା ଦେଶପ୍ରେମ ବୋଲି ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି କହିଛନ୍ତି…

ବାଘ ଛାଲ ଡିଲ ବେଳେ ମାଡିବସିଲା ସ୍ପେଶାଲ କ୍ରାଇମ ୟୁନିଟ

ଭୁବନେଶ୍ୱର: ବାଘ ଛାଲ ଡିଲ ବେଳେ ମାଡିବସିଲା ସ୍ପେଶାଲ କ୍ରାଇମ ୟୁନିଟ । ମୁଖ୍ୟ ଅଭିଯୁକ୍ତ ରୋହିତ ମହାପାତ୍ର, ମଞ୍ଜିତ ସାବତ ଓ ଶମ୍ଭୁ ବିଶୋଇଙ୍କୁ ଗିରଫ କରାଯାଇଛି । ଜବତ ବାଘ ଛାଲର ଦାମ ହେଉଛି ୩୦ ଲକ୍ଷ ଟଙ୍କା…

‘ରୁଚି’ ପ୍ରତିଷ୍ଠାତାଙ୍କ ପରଲୋକ

ରୁଚି କମ୍ପାନୀର ପ୍ରତିଷ୍ଠାତା ତଥା ଶିଳ୍ପପତି ଶରତ ଚନ୍ଦ୍ର ସାହୁଙ୍କ ପରଲୋକ ଘଟିଛି । ୭୫ ବର୍ଷ ବୟସରେ ମୁମ୍ବାଇର ଲୀଳାବତୀ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ । ମୃତ୍ୟୁଶଯ୍ୟା ନିକଟରେ ପତ୍ନୀ, ପୁତ୍ର ଓ କନ୍ୟା…

ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ

ପଦ୍ମ ଧରିଲେ ଅମର ପଟ୍ଟନାୟକ । ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଆଜି ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି । ଏହି…

ଆଜିର ରାଶିଫଳ

🪔 ଆଜିର ରାଶିଫଳ – ୩ ନଭେମ୍ବର ୨୦୨୫ (ସୋମବାର)📜 ଜାଗ୍ରତ ଭାରତ ନ୍ୟୁଜ୍ ପକ୍ଷରୁ 🌞 ♈ ମେଷ (Aries)ଆଜି ଆପଣଙ୍କ ଶ୍ରମର ଫଳ ମିଳିବ। ନୂଆ କାମ ଆରମ୍ଭ ପାଇଁ ଦିନ ଶୁଭ। ପରିବାରରେ ଖୁସି ରହିବ।🔢 ଶୁଭ…

ଚାରି ବର୍ଷରେ ହେବ ୧୫ ଲକ୍ଷ ହେକ୍ଟରକୁ ଜଳସେଚନ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଆଜି ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟକଳାପ ବୁଝିଥିଲେ। ସେ ପ୍ରଥମେ ଅଷ୍ଟମ ମହଲାରେ ଥିବା ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର (State Hydrological Data Center) ପରିଦର୍ଶନ କରିଥିଲେ। ସେଠାରେ…

ରାଜଧାନୀରେ ବୁଲିଲା ଖଣ୍ଡା

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ…

ଆଜିର ରାଶିଫଳ

🌞 ଆଜିର ରାଶିଫଳ – ୨ ନଭେମ୍ବର ୨୦୨୫ (ଶନିବାର)ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି ♈ ମେଷ (Aries):ଆଜି ନୂତନ ଯୋଜନା ଆରମ୍ଭ ପାଇଁ ଶୁଭ ଦିନ। କାମରେ ଅଗ୍ରଗତି ହେବ। ନିଜେରେ ବିଶ୍ୱାସ ରଖନ୍ତୁ।🔹 ଶୁଭ ସଂଖ୍ୟା: 9🔹 ଶୁଭ…

ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ୨୪ ଘଣ୍ଟାରେ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର…

ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‌ ଇନଫୋଭ୍ୟାଲିରେ ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡର ସେମିକଣ୍ଡକ୍ଟର ଫାବ୍ରିକେସନ୍ ୟୁନିଟର ଭୂମିପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।‌ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସୂଚନା ପ୍ରସାରଣ ମନ୍ତ୍ରୀ…