Category: ଭୁବନେଶ୍ବର

ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା

ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା। ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ ହିତାଧିକାରୀ। ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ କରିହେବ ଆବେଦନ। ୨୧…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ। ୬୨ ପିଜି ସିଟ୍‌ ବୃଦ୍ଧିକୁ ନେଇ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୬ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ସିଟ୍‌ ବୃଦ୍ଧିକୁ ନେଇ କୃତଜ୍ଞତା ଜଣାଇଲେ। ଏହା ପଶ୍ଚିମ…

ନଭେମ୍ବର ୨୪ରେ ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ଭାବେ ଶପଥ ଗ୍ରହଣ କରିବେ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର…

ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ପୁଲିସ ଚଢାଉ

ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି…

୩ ତାରିଖରେ ନୂଆପଡ଼ା ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ…

ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏବେ ସରପ୍ରାଇଜ ଭିଜିଟରେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

୨୧ ବର୍ଷ ବୟସ ହୋଇଥିଲେ ସୁଭଦ୍ରା ଆବେଦନ କରିପାରିବେ

୨୧ ବର୍ଷ ବୟସ ହୋଇଥିଲେ ସୁଭଦ୍ରା ଆବେଦନ କରିପାରିବେ ଭୁବନେଶ୍ବର: ୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିପାରିବେ। ସୁଭଦ୍ରା ପୋର୍ଟାଲରେ ଅନଲାଇନ୍ ଆବେଦନ କରିପାରିବେ। ଏହି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯେଉଁମାନେ…

ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ରୁଚିଦାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

*ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ରୁଚିଦାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ* ବରଗଡ:୩୧/୧୦:(ପବିତ୍ର ମେହେର):: ବରଗଡ ଜିଲ୍ଲା ଆମ୍ବଭୋନା ବ୍ଲକ୍ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ରୁଚିଦା ରେ ଶୁକ୍ରବାର ଦିନ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ…

ଜଳସମ୍ପଦ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଜଳସମ୍ପଦ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଭୁବନେଶ୍ବର ରାଜୀବ ଭବନରେ ଜଳସମ୍ପଦ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉନ୍ନୟନ କମିଶନର ଓ ଜଳସମ୍ପଦ ମୁଖ୍ୟ ଯନ୍ତ୍ରୀଙ୍କ ସହ ଆଲୋଚନା କରି ରାଜ୍ୟ ହାଇଡ୍ରୋ ଲୋଜିକାଲ ଡାଟା…

ଜେମ୍ସ ଓଡିଶା ୨୦୨୫ ର ବିଜେତା ହେଲେ ସମ୍ବଲପୁରର ଶ୍ରଦ୍ଧା ପ୍ରଧାନ ଅଭିନେତ୍ରୀ ସୂର୍ଯ୍ୟମୟୀ ପିନ୍ଧାଇଲେ କ୍ରାଉନ୍

ଛତ୍ରପୁର: ଛତ୍ରପୁର ନିକଟ ତାମ୍ପରା ଠାରେ ଜେମ୍ସ ଅଫ ଓଡିଶା ଇଣ୍ଡିଆ ୨୦୨୫ ର ଦୁଇ ଦିବସୀୟ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଏହି ଉଦଯାପନୀ ଉତ୍ସବରେ ଡକ୍ଟର ସୁନୀତା ୱାଧବନ, ଶ୍ରୀମତୀ ସୁଧା ଚନ୍ଦ୍ରାଣୀ ଖାତ୍ରୀ, ଡକ୍ଟର ଭୁବନେଶ୍ୱରୀ ଦେୱଙ୍ଗନ,…