Category: ଭୁବନେଶ୍ବର

ଆଜିର ରାଶିଫଳ

🌞 ଆଜିର ରାଶିଫଳ (25 ଅକ୍ଟୋବର 2025)📅 ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି ବିଶେଷ ରାଶିଫଳ ସହିତ ଶୁଭ ସଂଖ୍ୟା, ଶୁଭ ରଙ୍ଗ, ଶୁଭ ସମୟ ଓ ପ୍ରତିକାର। ♈ ମେଷ (Aries)ଆଜି ଆପଣଙ୍କ ଉତ୍ସାହ ଓ ନିଷ୍ଠା ଆପଣଙ୍କୁ ନୂଆ…

ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ

ଭୁବନେଶ୍ୱର: ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ। ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ । ନିର୍ଦ୍ଧିଷ୍ଟ ସମୟରେ ଚକ ଥିବା ଟ୍ରଲିରେ ଜିନିଷ ରଖି ବେପାର କରିବେ। ସମୟ ସରିଲେ ରାସ୍ତା ଉପରେ ଆଉ…

ରାଜ୍ୟ ସରକାରଙ୍କ ବଡ଼ଘୋଷଣା: ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ସିଧାସଳଖ ପୂରଣ ହେବ

ଭୁବନେଶ୍ୱର,୨୫/୧୦ : ରାଜ୍ୟରେ ଖାଲି ପଡ଼ିଥିବା ୪୨୧୯ କନଷ୍ଟେବଳ ପଦକୁ ସିଧାସଳଖ ପୂରଣ କରାଯିବ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଏ ସଂକ୍ରାନ୍ତରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ପତ୍ର ଲେଖି…

୨୭ ତାରିଖ ସକାଳେ ବାତ୍ୟା ସମ୍ଭାବନା

୨୭ ତାରିଖ ସକାଳେ ବାତ୍ୟା ସମ୍ଭାବନା ଭୁବନେଶ୍ବର: ଅକ୍ଟୋବର ୨୭ ତାରିଖ ସକାଳେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ–ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ…

ମିଳିତ ଜାତିସଂଘ ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

୧୯୯୫ ମସିହାରେ ଜାତିସଂଘ ଚାର୍ଟର କାର୍ଯ୍ୟକାରୀ ହେବାର ବାର୍ଷିକୀକୁ ମନେ ପକାଇବା ପାଇଁ ପ୍ରତି ବର୍ଷ ଅକ୍ଟୋବର ୨୪ତାରିଖକୁ ଜାତିସଂଘ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା…

ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ : ଉଚ୍ଚଶିକ୍ଷା ମନ୍ତ୍ରୀ

ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ।ତା ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ। ୪୮୮ ଓ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜରେ…

୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ । ୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ। ୩ ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ନିର୍ଦ୍ଦେଶ । ସେପ୍ଟେମ୍ବର, ଅକ୍ଟୋବର ଓ…

ବେଦାନ୍ତ କରିବ ୧ ଲକ୍ଷ କୋଟି ନିବେଶ

ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହା ସହିତ ବିଶ୍ୱର ମେଟାଲ ଭାଲ୍ୟୁ-ଚେନ୍‌ରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ…

ଆଜି ଶୁକ୍ରବାରର ରାଶିଫଳ

ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି – ଆଜି ଅକ୍ଟୋବର ୨୪, ୨୦୨୫ ଶୁକ୍ରବାରର ରାଶିଫଳ ମେଷ (Aries):ଆଜିର ଫଳାଫଳ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସା ପାଇବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ।…

ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ୱ ଏକରରେ ଆଳୁଚାଷ ପାଇଁ ସରକାରଙ୍କ ଯୋଜନା

ଭୁବନେଶ୍ୱର, ୨୪/୧୦ – ଚଳିତବର୍ଷ ସରକାର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ୱ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି । ଆଳୁ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଅଭିଯାନରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଆଜି ଲୋକସେବା…