Category: ଭୁବନେଶ୍ବର

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୨୬/୯ : – ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନସ୍ଥ ନବରତ୍ନ ଲୋକ ଉଦ୍ୟୋଗ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ) ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ କର୍ପୋରେଟ କାର୍ଯ୍ୟାଳୟରେ ଏହାର ୪୪ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍…

ପୂଜା ଭେଟି ଦେଲେ ରାଜ୍ୟ ସରକାର, PSU କର୍ମଚାରୀଙ୍କ ଡିଏ 2% ବଢ଼ିଲା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଝାରସୁଗୁଡା…

ପ୍ରକାଶ ପାଇଲା OPSC ପରୀକ୍ଷା ଫଳ ପ୍ରିୟାଂଶୁ ପାଲ୍‌ OAS ଟପ୍ପର

ଓଡ଼ିଶାର ସବୁଠୁ ଟପ୍ ପରୀକ୍ଷା OPSC ର ରେଜଲ୍ଟ ଆସିଛି । ପ୍ରକାଶ ପାଇଛି ୨୦୨୩ OPSC ପରୀକ୍ଷା ଫଳ । ମୋଟ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଅନୁଗୁଳର ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ରାଙ୍କ-୨ରେ…

୩୫ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତ କଲା କଂଗ୍ରେସ

ଭୁବନେଶ୍ୱର – ଦୀର୍ଘଦିନ ଧରି କଂଗ୍ରେସ ପକ୍ଷରୁ ଚାଲିଥିବା ଜିଲା ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସୁପାରିସ ଆଧାରରେ ଶୁକ୍ରବାର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ କ୍ରମେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲା କଂଗ୍ରେସ…

“ଜାଗ୍ରତ ଭାରତ ନ୍ୟୁଜ୍” 🌞ଆଜିର ବିଶେଷ ରାଶିଫଳ (27 ସେପ୍ଟେମ୍ବର 2025, ଶନିବାର) 🌞

🌞 ଆଜିର ବିଶେଷ ରାଶିଫଳ (27 ସେପ୍ଟେମ୍ବର 2025, ଶନିବାର) 🌞 🙏 ମେଷ ରାଶି:ଆଜି ଆର୍ଥିକ କାର୍ଯ୍ୟରେ ସଫଳତା ମିଳିବ। ପରିବାରରେ ଶାନ୍ତିପୂର୍ଣ୍ଣ ପରିବେଶ ରହିବ। ଶୁଭ ସଂଖ୍ୟା: 3 ଶୁଭ ରଙ୍ଗ: ଲାଲ ଶୁଭ ସମୟ: 10:30 AM…

ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା ଆରମ୍ଭ, ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ

ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା ଆରମ୍ଭ, ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଗୁରୁବାର…

ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ

ଭୁବନେଶ୍ୱର : ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍‌ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି…

ସୁଧୁରିଲା ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ…

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ। ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରାୟ ୧୪…