ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ
ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ। ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର- ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। କଟକ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମ୍ବଲପୁର- ସୁରେଶ ପୂଜାରୀ, ବଲାଙ୍ଗିର- ରବି ନାଏକ,…
