ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ଥାନାରେ ମାମଲା ରୁଜୁ
ଭୂବନେଶ୍ୱର, ୨୯/୦୭ : ପୁଲିସ ଓ ସରକାରୀ ଅଧିକାରୀଙ୍କୁ ଗାଳିଗୁଲଜ କରିବା, ଗାଡ଼ି ଜାଳିଦେବା ପାଇଁ ଧମକ ଦେବା, ରାସ୍ତାରୋକ କରିବା ଏବଂ ଆଇନଶୃଙ୍ଖଳା ବିଗାଡ଼ିବା ପାଇଁ ଲୋକଙ୍କୁ ଉସକାଇବା ଅଭିଯୋଗରେ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ (ଡାନି)ଙ୍କ ସମେତ ୭ଜଣଙ୍କ…
